କୋଚିଂ ସେଣ୍ଟରରୁ ଛାତ୍ରୀଙ୍କୁ ଅପହରଣ

ବୁଗୁଡା,୨୨ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ପୋଲିସ ଗୁରୁବାର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ବୁଗୁଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି। ପ୍ରକାଶ ଯେ, ବୁଗୁଡ଼ା ଥାନା ଅଞ୍ଚଳର ଏହି ନାବାଳିକା ଛାତ୍ରୀ ବୁଧବାର ସ୍ଥାନୀୟ ଏକ କୋଚିଂ ସେଣ୍ଟରକୁ ଆସିଥିଲେ। କ୍ଲାସ ସରିବା ପରେ ଛାତ୍ରୀ ଜଣକ ସହପାଠୀ ସାଙ୍ଗରେ ସେଣ୍ଟର ବାହାରେ ଠିଆ ହୋଇଥିଲେ। ସେତିକିବେଳେ ଛାତ୍ରୀଙ୍କୁ ଅପହଣର କରି ନିଆଯାଇଥିଲା। ଏନେଇ ଛାତ୍ରୀଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri