ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ ଓପନ ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳ ଜିଲାରୁ ୨୫ ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ସ୍ବର୍ଣ୍ଣ ପଦକରେ ଅପୂର୍ବା ଆର୍ଯ୍ୟ, ଦିବ୍ୟାଦର୍ଶନୀ ପ୍ରଧାନ, ଏସ୍‌.କେ. ଶ୍ରୀଭା ପ୍ରଧାନ, ଆଶୁତୋଷ ପ୍ରଧାନ ଥିବାବେଳେ ରୌପ୍ୟ ପଦକରେ ଇଶାନ ଆଦିତ୍‌, ଆର଼୍ୟାନ ଅନସାରୀ, ଆରୋହୀ ନାୟକ, ପରିନିତା ପ୍ରଧାନ, ସ୍ମିତାରାଣି ନାୟକ, ସ୍ନେହା ପାଣିଗ୍ରାହୀ ପଦକ ହାସଲ କରି ଜିଲା ପାଇଁ ଗୌରଭ ଆଣିଛନ୍ତି। ୧୫ ଜଣ କାଂସ୍ୟ ପଦକ ହାସଲ କରିଥିଲେ। ଜିଲା ଟାଏକୋଣ୍ଡୋ ପ୍ରଶିକ୍ଷକ ଭିନସ କୁମାର ନାୟକଙ୍କ ପ୍ରଶିକ୍ଷଣରେ ଛାତ୍ରୀଛାତ୍ରମାନେ ଏହି କୃତିତ୍ତ୍ୱ ଅର୍ଜନ କରିଛନ୍ତି। ଟାଏକୋଣ୍ଡୋ ଭଳି କ୍ରୀଡା ପ୍ରତି ଆଗ୍ରହ ଦେଖାଇବା ଏବଂ ଏଥିରେ ସଫଳତାକୁ ନେଇ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

Valentine Day: ଭାଲେଣ୍ଟାଇନ୍ସ ଡେ’ରେ ଏହି ୩ ରାଶିର ଭାଙ୍ଗିବ ହୃଦୟ! ରୋମାଣ୍ଟିକ ଡିନର୍‌ରେ ଯିବେ ମୀନ ସହ ଏହି ୨ରାଶି…

ଆଜି ଭାଲେଣ୍ଟାଇନ୍ସ ଡେ। ପ୍ରେମର ଏହି ଦିନରେ, ଆଜି ପ୍ରେମ ରାଶିଙ୍କ ବିଷୟରେ ଆସନ୍ତୁ ଜାଣିବା। ମେଷ, ସିଂହ, କନ୍ୟା, ବିଛା ଏବଂ ମୀନ ରାଶିର ଲୋକମାନେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

ମହାଶିବରାତ୍ରିରୁ ଉତ୍ତର ଦିଗକୁ ଗତି କରିବେ ବୁଧ ଗ୍ରହ: ଏହି ୩ ରାଶିର ଭଲ ହେବ ନା ଖରାପ, ଜାଣନ୍ତୁ…

ବୈଦିକ ଜ୍ୟୋତିଷରେ, ବୁଧ ଗ୍ରହ ହେଉଛି ବୁଦ୍ଧି, ବାଣୀ, ତର୍କ, ଗଣିତ, ବ୍ୟବସାୟ ଏବଂ ଯୋଗାଯୋଗ ପାଇଁ ଦାୟୀ। ଏହା ଜଣେ ବ୍ୟକ୍ତିଙ୍କ ବିଶ୍ଳେଷଣାତ୍ମକ କ୍ଷମତା, ନିଷ୍ପତ୍ତି…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri