ଛାତ୍ରୀଛାତ୍ରଙ୍କୁ ପିଟିବା ଘଟଣା: ଥାନାରୁ ମୁକୁଳିଲେ ଅଭିଯୁକ୍ତ ଶିକ୍ଷକ

ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାସଖାଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ୟ ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ହୋଇ ଛାତ୍ରୀଛାତ୍ରୀଙ୍କୁ ମାଡ଼ମାରି କ୍ଷତାକ୍ତ କରିଦେଇଥିଲେ। ସଂପୃକ୍ତ ଶିକ୍ଷକଙ୍କୁ ଶୁକ୍ରବାର ଅଡ଼ବା ପୋଲିସ ଗିରଫ କରିଥିଲା। ତେବେ ଥାନାରେ ଶିକ୍ଷକଙ୍କୁ ସିଆରପିସିର ୪୧ ନୋଟିସ୍‌ ବଳରେ ଛଡ଼ାଯାଇଥିତ୍ବା ଥାନାଧିକାରୀ ଆନନ୍ଦ ପାତ୍ର କହିଛନ୍ତି।
ସୂଚନାଯୋଗ୍ୟ, ଗୁଲୁବା ପଞ୍ଚାୟତ ଲୁଦିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦିଶ୍ୱର ବେହେରା ଗୁରୁବାର ଡେଙ୍ଗେସଖାଲ ବିଦ୍ୟାଳୟରେ ଅନୁପ୍ରବେଶ କରି ନିଶାସକ୍ତ ହୋଇ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିଥିଲେ। ଫଳରେ ୧୭ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍‌ଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା...

କୃଷି ସରଞ୍ଜାମ ମହଜୁଦ ସମ୍ପର୍କରେ ଯାଞ୍ଚ କଲେ ଜିଲାପାଳ

ଶେରଗଡ଼,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗସ୍ତରେ ଆସି ଶୁକ୍ରବାର ଜିଲାପାଳ ବ୍ଲକ କାର୍ଯ୍ୟ ସମୀକ୍ଷା କରିଥିଲେ। ଏଥିସହ କୃଷି ସରଞ୍ଜାମ ଯଥା ସାର, ବିହନ ଠିକଭାବେ...

ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ...

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ...

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ...

୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ...

ଆଜି ୨୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

କଟକ ଅଫିସ,୨୪ା୩: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୫୯ ଓ୍ବାର୍ଡରେ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ଜଳିଗଲା ଇ-ବାଇକ ଶୋ’ରୁମ୍‌

ଅମରପାଲି,୬।୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତ୍ରିବେଣୀ ଛକଠାରେ ଥିବା ସତ୍ୟନାରାୟଣ ଇ-ବାଇକ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିଛି। ନିଆଁଲାଗି ଶୋରୁମ୍‌ରେ ଥିବା ୨୧ଟି ନୂତନ ଇ-ବାଇକ ସହିତ...

Advertisement
Archives

Model This Week