ଭିସୁଟ ଛାତ୍ର ନିର୍ମାଣ କଲେ ବିଶୋଧନ ଯନ୍ତ୍ର

ସମ୍ବଲପୁର,୨୮।୬(ବ୍ୟୁରୋ) ସମ୍ବଲପୁର ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଭିସୁଟ ରୋବୋଟିକ୍ସ ସୋସାଇଟିର ଛାତ୍ରୀଛାତ୍ରମାନେ କଣ୍ଟାକ୍ଟଲେସ୍‌ ୟୁଭି ଡିସଇନଫେକ୍ଟାଣ୍ଟ (ୟୁଭିଆରଏଏସ୍‌)ନିର୍ମାଣ କରିଛନ୍ତି। ଏହି ଯନ୍ତ୍ରରୁ ବାହାରୁଥିବା ୟୁଭି ରଶ୍ମି ବିଶୋଧନ କରିବାରେ ସାହାଯ୍ୟ କରେ ଓ ମଣିଷ ଶରୀର ପାଇଁ କ୍ଷତିକାରକ ନୁହେଁ। ଏଥିରେ ଅତ୍ୟାଧୁନିକ କ୍ୟାମେରା ବ୍ୟବହାର ହୋଇଥିବାରୁ ଉକ୍ତ ସ୍ଥାନର ଭିଡିଓ ଦେଖାଯାଇ ପାରିବ। ଏହାକୁ ରିମୋଟ ଦ୍ୱାରା ନିୟନ୍ତ୍ରଣ କରାଯାଉଛି। ପୁଲହ ଛାତ୍ରାବାସରେ ଥିବା କ୍ବାରାଣ୍ଟାଇନ ସେଣ୍ଟରରେ ଏହାକୁ ପ୍ରଥମେ ବ୍ୟବହାର କରିବା ପାଇଁ ସେମାନେ ପ୍ରଶାସନକୁ ଅନୁରୋଧ କରିଛନ୍ତି। ପରୀକ୍ଷା କରି ସ୍ବୀକୃତି ଦେବା ପରେ ଅଧିକ ସଂଖ୍ୟାରେ ଏହି ଯନ୍ତ୍ର ନିର୍ମାଣ କରିବାର ଲକ୍ଷ୍ୟ ରଖିଛନ୍ତି ଏହିି ଛାତ୍ରୀଛାତ୍ରମାନେ। ଏହାସହ ଏକ ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର ତିଆରି କରାଯାଇଛି। ଯେଉଁଥିରେ ବ୍ୟବହୃତ ସେନସର୍‌ ଦ୍ୱାରା କିଛି ସ୍ପର୍ଶ ନ କରି ଜଣେ ସାନିଟାଇଜରକୁ ବ୍ୟବହାର କରିପାରିବ। ଏଥିରେ ଉପଯୋଗ ହେଉଥିବା ସାନିଟାଇଜର ଭିସୁଟର ରସାୟନ (କେମେଷ୍ଟ୍ରି) ବିଭାଗରେ ପ୍ରସ୍ତୁତ କରାଯାଇଛି। ଏହି ଡିସ୍ପେନସର୍‌ର ମୂଲ୍ୟ ୨୫୦୦ ଟଙ୍କା ରହିଛି। ରୋବୋଟିକ୍ସ ସୋସାଇଟିର ସେକ୍ରେଟାରୀ ଅଭିଷେକ ଅଗ୍ରୱାଲଙ୍କ ନେତୃତ୍ୱରେ ପ୍ରଥମ ବର୍ଷ ଛାତ୍ର ଅଭ୍ୟୁଦୟ ଦାଶ, ଆୟୁଷ ସିଂ, ତ୍ରିଲୋଚନ ବସନ୍ତିଆ ଓ ଅଭିପ୍ସ ରାଜଙ୍କୁ ଏହାକୁ ନିର୍ମାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍‌ପିଙ୍କ ଗାଡ଼ି

ପାଟଣାଗଡ଼,୨୯।୧୦ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା।...

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ

ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍‌ କରି ଫେସବୁକ୍‌ରେ...

କେନାଲରେ ପାଣି ଛଡ଼ା ଯାଇଥିବାରୁ ତଳିଆ ଅଞ୍ଚଳରେ କୃତ୍ରିିମ ବନ୍ୟା

ମାଲକାନଗିରି,୧୫।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ମଧ୍ୟମ ଜଳସେଚନ ବିଭାଗର ବାମପାର୍ଶ୍ୱ କେନାଲ ମାଲକାନଗିରି ପୌର ପରିଷଦ ମଧ୍ୟ ଦେଇ ଚାଷୀଙ୍କ ପାଇଁ ଜଳ ପ୍ରବାହିତ ହେଉଛି।...

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି...

ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ

ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି।...

ଫନୀ କ୍ଷୟକ୍ଷତି : ସହାୟତା ଦାବି କଲା ମତ୍ସ୍ୟଜୀବୀ ମହାସଂଘ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସାମୁଦ୍ରିକ ଝଡ଼ ଫନୀ ତାଣ୍ଡବ କରିବା ଇତି ମଧ୍ୟରେ ଏକ ମାସ ବିତିଯାଇଛି। ରିଲିଫ୍‌ ବାବଦରେ ୩ ହଜାର ଟଙ୍କା,...

ଉପାଧ୍ୟକ୍ଷ ପଦକୁ ନେଇ କସରତ

ଜଗତ୍‌ସିଂହପୁର ଅଫିସ, ୨୮ା୩: ଜଗତ୍‌ସିଂହପୁର ପୌରାଧ୍ୟକ୍ଷ ଓ କାଉନ୍‌ସିଲର ନିର୍ବାଚନ ପରେ ଏବେ ପୌର ଉପାଧ୍ୟକ୍ଷ ପଦକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡିକ ପକ୍ଷରୁ ଅଙ୍କକଷା...

ମାଇଁମାମୁଙ୍କ ସହ ବୁଲିବାକୁ ଆସି ଭାସିଗଲେ ବଙ୍ଗୀୟ ଛାତ୍ର

ଭୋଗରାଇ, ୧୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ସମୁଦ୍ରକୂଳରେ ଶୁକ୍ରବାର ଗାଧୋଉଥିବା ବେଳେ ଭାସିଯାଇ ପଶ୍ଚିମବଙ୍ଗ ନଦୀଆ ଜିଲା କଲ୍ୟାଣୀ ଅଞ୍ଚଳର ଦଶମ...

Advertisement
Archives

Model This Week