ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ସନ୍ତରଣ କଲେ ଛାତ୍ର କଂଗ୍ରେସ: ବଢୁଛି ଚର୍ଚ୍ଚା

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ଫଳରେ ଥିଲା, ଆବର୍ଜନା ସହିତ ବର୍ଷାଜଳ ବିଭିନ୍ନ ସ୍ଥାନରେ ଘରକୁ ପଶୁଛି। ରାସ୍ତାଘାଟ, ବସଷ୍ଟାଣ୍ଡ ସମେତ ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଜଳମଗ୍ନ ହୋଇ ଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟ ଏଥିରୁ ବାଦ ପଡିଛି। ଉକ୍ତ କାର୍ଯ୍ୟାଳୟର ଗୋଟିଏ ପାର୍ଶ୍ୱ ରାସ୍ତା ଜଳାର୍ଣ୍ଣବ ହୋଇପଡ଼ିଛି। ଏଭଳି ସ୍ଥିତିରେ ବରଗଡ଼ ଛାତ୍ର କଂଗ୍ରେସ ଡ୍ରେନେଜ ଅବ୍ୟବସ୍ଥାର ଅଭିନବ ପ୍ରତିବାଦ କରିଛି। ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଜମି ରହିଥିବା ବର୍ଷାଜଳରେ ଦଳୀୟ କର୍ମୀ ଟିଉବ ଯୋଗେ ସନ୍ତରଣ କରି ପ୍ରତିବାଦ କରିଛନ୍ତି। ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଗୌରବ ପତି ଆଜାଦ ସେଠାରେ ଏଭଳି ସନ୍ତରଣ କରି ଅଭିନବ ପ୍ରତିବାଦ କରିବା ଚର୍ଚ୍ଚାର ବିଷୟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଳା ପଲ୍‌ସରରେ ଆସି ଖେଳାଇଲେ ଆତଙ୍କ; ଭୁଜାଲି ଦେଖାଇ ଲୁଟିନେଲେ ୩୦ହଜାରରୁ ଅଧିକ ଟଙ୍କା

ଭୁବନ,୬।୭( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ମହିଳା କଲେଜ ନିକଟସ୍ଥ ଜାତୀୟ ରାଜପଥ ୫୩ ଓଭର ବ୍ରିଜ ଉପରେ ଏକ କଳା ପଲସର…

ସ୍କୁଟିରେ ଯାଉଥିଲେ ସ୍କୁଲ, ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଲା ଗାଡି; ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ନବରଙ୍ଗପୁର ସହରର ନବରଙ୍ଗପୁର- କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି…

ପ୍ରଥମଥର ପରଦାରେ ରୋମାନ୍ସ କରିବେ ସ୍ତ୍ରୀ-ସ୍ବାମୀ

ବଲିଉଡ ଅଭିନେତା ଅଲି ଫଜଲ ତାଙ୍କ ୱେବ ସିରିଜ ‘ରାଖ’ ଚର୍ଚ୍ଚାରେ ଅଛନ୍ତି। ଏଥିରେ ତାଙ୍କ ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଖୁବ୍‌ଶୀଘ୍ର ସେ ‘ମିର୍ଜାପୁର: ଦି…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

ଟିଏମସିରେ ଫାଟ ପରେ ବି କମିନି ମମତାଙ୍କ ଦବଦବା; ତାଙ୍କ ବିନା ରାଜ୍ୟ ସଭାର ଗୋଟିଏ ବି ସିଟ୍‌ ଜିତିପାରିବେନି…

କୋଲକାତା,୬।୭: ପଶ୍ଚିମବଙ୍ଗରେ ରାଜ୍ୟସଭାର ତିନୋଟି ଆସନ ପାଇଁ ନିର୍ବାଚନ କମିଶନ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକ ପାଇଁ ଜୁଲାଇ ୨୪ରେ ମତଦାନ ହେବ ଏବଂ ସେହି…

ଗାଈ ଚରାଇବା ବେଳେ ମାଡ଼ିବସିଲା ସିଂହ, ଗୋଡ଼କୁ ଧରି…

ନୂଆଦିଲ୍ଲୀ,୬।୭:  ଗୁଜୁରାଟର ପାଲିଟାନାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ, ଏକ ସିଂହ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିବା ପରେ ତାଙ୍କ ଗୋଡକୁ ଧରି…

‘ଆମେ ଏହି ବନ୍ଧୁତାକୁ କେବେ ଭୁଲି ପାରିବୁ ନାହିଁ’, ଭାରତକୁ କାହିଁକି କୃତଜ୍ଞତା ଜଣାଇଲା ଇରାନ? ଜାଣନ୍ତୁ…

ତେହରାନ,୬।୭: ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ ଅଲି ଖାମେନେଇଙ୍କ ରାଷ୍ଟ୍ରଗତ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଇରାନ ଭାରତ ସରକାର ଏବଂ ଏହାର ଜନତାଙ୍କ…

ପହଲଗାମ ଆକ୍ରମଣ: LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଦର୍ଶାଇଲା NIA

ନୂଆଦିଲ୍ଲୀ,୬।୭: ପହଲଗାମ ଆକ୍ରମଣ ମାମଲାର ଜାତୀୟ ତଦନ୍ତ ସଂସ୍ଥା (NIA) ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି। ଚାର୍ଜସିଟ୍‌ରେ NIA ପହଲଗାମ ଆକ୍ରମଣ ମାମଲାରେ LeT ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri