ଛାତ୍ର କଂଗ୍ରେସ- ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଧାନସଭା ଅଧିବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପୋଲିସ ସେମାନଙ୍କୁ ଅଟକାଇବାକୁ ଯିବା ସମୟରେ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି।
ସୂଚନାଯୋଗ୍ୟ ଯେ, ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ଶନିବାର ଆତ୍ମହତ୍ୟା କରିଥିଲେ। ର଼୍ୟାଗିଂ ପାଇଁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ହିଞ୍ଜିଳି ବ୍ଲକ, ୨ ପଞ୍ଚାୟତକୁ ମିଳିଛି ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଏବଂ ଶେରଗଡ଼ ବ୍ଲକର ଅଲାରିଗଡ଼ ଓ ହିଞ୍ଜିଳିବ୍ଲକର ଶାସନଆମ୍ବଗାଁ ଗଞ୍ଚାୟତଜାତୀୟସ୍ତରରେ ପୁରସ୍କୃତ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଉକ୍ତ ବ୍ଲକ...

୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି...

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ...

ବାହାରୁ ଆସିଲେ କୋଭିଡ୍‌ ଟେଷ୍ଟ କରିବାକୁ ବାଧ୍ୟ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ପରେ ରାଜ୍ୟ ସରକାର ସତର୍କ କରାଇଛନ୍ତି। ଡିଏମ୍‌ଇଟି ରମା ରମଣ ମହାନ୍ତି କହିଛନ୍ତି, ବର୍ତ୍ତମାନ ଆନ୍ତର୍ଜାତିକ...

ଗାନ୍ଧୀ ଗାଥାର ହେବ ଗନ୍ତାଘର

ଅନୁଗୋଳ ଅଫିସ, ୩୦।୭ ‘ବ୍ଲାକ ଡାଇମଣ୍ଡ’ରେ ଗୁଞ୍ଜରିତ ହେବ ବାପୁଙ୍କ ବାର୍ତ୍ତା। ଜାତିର ପିତାଙ୍କ ଜୀବନୀ, ନୀତି, ଆଦର୍ଶ ସମ୍ପର୍କରେ ଏଠାରୁ ଅଧିକ ଜାଣିବେ ଜଗତବାସୀ।...

ଗଁ। ଗଁ। ବୁଲି ଖୋଜୁଛନ୍ତି କ୍ରୀଡ଼ା ପ୍ରତିଭା

ଛେଣ୍ଡିପଦା, ୨୪ା୧ ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ସହ ନୂଆ ନୂଆ ପ୍ରତିଭା ସୃଷ୍ଟି କରିବାର ଆଗ୍ରହ ୭୩ ବର୍ଷ ବୟସରେ ବି ତାଙ୍କୁ ଯୁବକ କରି...

ଜେଲ ଗଲେ ସରୋଜ ସେଠୀ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀ ଗୁରୁବାର ଜେଲ ଯାଇଛନ୍ତି। ୩ ଦିନିଆ ରିମାଣ୍ଡ ଶେଷ...

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ...

Advertisement
Archives

Model This Week