ପୋଲିସ-ଜନତା  ହାତାହାତି: ହେଲେ ଆଖିବୁଜିଦେଲେ ଛାତ୍ରୀ

ବରଗଡ଼ ଅଫିସ,୧୩।୯: ବରଗଡ଼ ଜିଲା ବିଜେପୁର ଗଞ୍ଜେଇଭାଟି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଧକ୍କାରେ ସ୍କୁଟି ଯାଉଥିବା ଛାତ୍ରୀ ସୁନୀତା ମେହେର ଗୁରୁତର ହୋଇଥିଲେ। ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଖବର ପାଇ ସେଠାକୁ ବିଜେପୁର ଥାନା ଅଧିକାରୀ ସନୟ କୁମାର ନାଏକ ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଥିଲେ। ତେବେ ଆଲୋଚନା ଚାଲିଥିବା ବେଳେ ପୋଲିସ ସହିତ ଉପସ୍ଥିତ କିଛି ଯୁବକଙ୍କ ମଧ୍ୟରେ କଥା କଟାକଟି ଏବଂ ଧସ୍ତାଧସ୍ତି ହୋଇଥିଲା। ଏପରିକି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଶେଷରେ ପୋଲିସ ଲୋକଙ୍କୁ ଗୋଡ଼ାଇ ପିଟିବା ସହିତ ଘଉଡାଇଥିବା ଦେଖିବାକୁ ମିଳିଥିଲା। ସେହିପରି କିଛି ଲୋକଙ୍କୁ ପୋଲିସ ଥାନାକୁ ଉଠାଇ ନେଇଥିବା ସୂଚନା ମିଳିଛି। ଘଟଣାକୁ ନେଇ ବିଜେପୁରରେ ଚାପା ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସମାହିତା ସେଣ୍ଟର ଉଦ୍‌ଘାଟିତ୍‌, ଉପକୃତ ହେବେ ଦିବ୍ୟାଙ୍ଗ, ଗ୍ରାମବାସୀ

କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…

୧୬ଟି ଛକା, ୩୦୩ ରନ… ଅଣ୍ଡର-୧୯ ଏସିଆ କପରେ ରନର ପାହାଡ଼ ଠିଆ କଲେ ଜୁନିୟର ସେହୱାଗ

ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…

ପରାଶର ଜନଜାତି ଭେଷଜ ଉଦ୍ଭିଦ ଉଦ୍ୟାନ ଉଦ୍‌ଘାଟିତ: ୩୦୦ରୁ ଅଧିକ ଔଷଧୀୟ ଉଦ୍ଭିଦ ସ୍ଥାନ ପାଇଲା

କୋରାପୁଟ/ସୁନାବେଡ଼ା,୧୨।୧୧(ଅମିତାଭ ବେହେରା/କୃତିବାସ ପ୍ରଧାନ): ଜନଜାତିଙ୍କ ପାରମ୍ପରିକ ଚିକିତ୍ସା ଜ୍ଞାନର ସଂରକ୍ଷଣ ଓ ଜୀବିକାର ବିକାଶ ଲକ୍ଷ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ଏକ ପ୍ରକଳ୍ପ ଆରମ୍ଭ…

ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ତଦାରଖ କଲେ ରାଜ୍ୟ ପର୍ଯ୍ୟବେକ୍ଷକ

ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଗଞ୍ଜାମ ଜିଲାର ରାଜ୍ୟ ପର୍ଯ୍ୟବେକ୍ଷକ ଚିନ୍ମୟୀ ବିଶ୍ୱାଳ ଜିଲାରେ ଚାଲିଥିବା ଘରକୁ…

ପଶ୍ଚିମ ଓଡ଼ିଶା ଶାବଳ ବଂଶର ନୂଆଖାଇ ଭେଟ୍‌ଘାଟ୍‌ ପ୍ରସ୍ତୁତି, ସଭାପତି ହେଲେ ପର୍ଶୁରାମ ସାହୁ

କେସିଙ୍ଗା,୧୨।୧୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବେଲଖଣ୍ଡି ଧବଳେଶ୍ୱର ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ଶାବଳ ବଂଶର ଏକ ନୂଆଖାଇ ଭେଟ ଘାଟ ପାଇଁ…

ଆଫଗାନିସ୍ତାନକୁ ହରାଇ ଫାଇନାଲ୍‌ରେ ଭାରତ; ଟାଇଟଲ୍‌ ଲଢ଼େଇରେ ପାକିସ୍ତାନ ସହ ମହାମୁକାବିଲା

ନୂଆଦିଲ୍ଲୀ, ୧୨।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଭାରତ ଏଥିରେ ଚମତ୍କାର ପ୍ରଦର୍ଶନ କରି ଆଫଗାନିସ୍ତାନକୁ…

ଟେକ୍‌-ଅଫ୍‌ ବେଳେ ରନ୍‌ୱେରୁ ଖସିଲା ହେଲିକପ୍ଟର, ମହିଳା ପାଇଲଟ୍‌…

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରର ସୋଲାପୁର ବିମାନବନ୍ଦରରେ ଗୁରୁବାର ଏକ ଅଘଟଣ ଘଟିଛି । ଉଡ଼ାଣ ଭରିବା ସମୟରେ ଏକ ଟ୍ରେନିଂ ବିମାନ ରନ୍‌ୱେରୁ ଖସିଯାଇଛି । ଜଣେ ମହିଳା…

୨୦ ଫୁଟ୍‌ର ଜୀବନ୍ତ ଅଜଗର ପିଠିରେ ପିଲାଙ୍କ ଖେଳ! ସାପକୁ ସ୍ଲାଇଡ୍‌ କରି ମଜା ନେଲେ ଶିଶୁ, ଭିଡିଓ ଭାଇରାଲ୍‌

ସୋସିଆଲ୍‌ ମିଡିଆରେ ଏବେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ଭିଡିଓଟି ଇଣ୍ଡୋନେସିଆର ବୋଲି ଦାବି କରାଯାଉଛି । ଏଥିରେ କିଛି ପିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?