ରାଜଧାନୀର ମୁକୁଳା ଡ୍ରେନରେ ଭାସିଗଲେ ଛାତ୍ର

ଭୁବନେଶ୍ୱର,୧୯।୯(ବ୍ୟୁରୋ): ବର୍ଷାପାଣିରେ ଖୋଲା ଡ୍ରେନରେ ରବିବାର ଅପରାହ୍ନରେ ଜଣେ ୧୫ ବର୍ଷୀୟ ଛାତ୍ର ଭାସିଯାଇଛନ୍ତି। ସେହି ଛାତ୍ର ଜଣଙ୍କ ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀର ଛାତ୍ର ବୋଲି ଜଣାପଡିଛି। ସାଇକେଲରେ ଟ୍ୟୁସନ ଯିବା ସମୟରେ ଏଭଳି ଘଟିଥିବା ସୂଚନା ମିଳିଛି। ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଖୋଜାଖୋଜି ଜାରି ରଖିଛନ୍ତି। କିନ୍ତୁ ଏଯାଏ କୌଣସି ସନ୍ଧାନ ମିଳିପାରିନାହଁି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri