ବିଷ ପିଇଥିଲେ ଆଇଟିଆଇ ଛାତ୍ର: ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ ଅଫିସ,୧୨ା୯: ବିଷ ପିଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିବା ଆଇଟିଆଇ ଛାତ୍ର ଆଶୁତୋଷ ମଲ୍ଲିକଙ୍କ ମୃତ୍ୟୁ ଘଟିଛି। ଆଶୁତୋଷ ଭଦ୍ରକର ଏକ ଘରୋଇ ଆଇଟିଆଇ କଲେଜରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗର ଛାତ୍ର ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, କଲେଜରେ ରାଗିଂ ଯୋଗୁ ଆଶୁତୋଷ ବିଷ ପିଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ଗତ ୯ତାରିଖରେ କଲେଜରୁ ଫେରି ଆଶୁତୋଷ ବିଷ ପିଇଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ତିହିଡ଼ି ଏବଂ ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥା ଏଠାରେ ଆହୁରି ଖରାପ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ: ଥାନାରେ ପହଞ୍ଚି ସତ ବଖାଣିଲେ ପୁଅ

ସୁନ୍ଦରଗଡ,୧୮।୪(ଜୟ ନାରାୟଣ ମେଣ୍ଡୁଳି): ପାରିବାରିକ କଳହକୁ କେନ୍ଦ୍ର କରି ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲେ ସ୍ବାମୀ। ଏପରି ଏକ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା…

ଅକ୍ଷୟ ତୃତୀୟାର ଦିନକ ପୂର୍ୱରୁ ଏତେ କମିଗଲା ସୁନାଦର! ଦେଖନ୍ତୁ ଆପଣଙ୍କ ସହରର ଲାଟେଷ୍ଟ ରେଟ୍‌…

ନୂଆଦିଲ୍ଲୀ,୧୮।୪: ଆଜି, ଶନିବାର, ୧୮ ଏପ୍ରିଲ, ୨୦୨୬ ଅକ୍ଷୟ ତୃତୀୟା (୧୯ ଏପ୍ରିଲ) ର ମାତ୍ର ଗୋଟିଏ ଦିନ ପୂର୍ୱରୁ; ସୁନା ବଜାରରେ କାର୍ଯ୍ୟକଳାପ ତୀବ୍ର ହେବାରେ…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

ଏତେ ବଢିଗଲା ମୋବାଇଲ ରେଟ୍‌, କିଣିବା ପୂର୍ୱରୁ ଜାଣି ନିଅନ୍ତୁ ନୂଆ ରେଟ୍‌…

ନୂଆଦିଲ୍ଲୀ,୧୮।୪: ସମସ୍ତେ ଅନୁମାନ କରୁଥିଲେ ଯେ ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ଭାରତରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇବ, ଏହି ସମୟ ମଧ୍ୟରେ ଆପଣଙ୍କର ନୂତନ…

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଯାଉଛନ୍ତି କି? ପୂର୍ୱରୁ ଜାଣିନିଅନ୍ତୁ ସୁନା ଦୋକାନର ସ୍କିମ୍‌ ପଛର ସତ…

ନୂଆଦିଲ୍ଲୀ,୧୮।୪: କିସ୍ତିରେ ସୁନା କିଣିବା ଏକ ବୁଦ୍ଧିମାନ ଧାରଣା। ଆପଣ ପ୍ରତି ମାସରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଶି ରଖିଛନ୍ତି, ଏବଂ ସମୟସୀମା ଶେଷ ହେବା ପର୍ଯ୍ୟନ୍ତ,…

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri