ୟୁଟ୍ୟୁବ୍‌ରୁ ୨୧୭ କୋଟି କମାଇଲେ ଛାତ୍ରୀ

ନ୍ୟୁୟର୍କ, ୨୯ା୧୨: ଆମେରିକାର ଜଣେ ୯ ବର୍ଷୀୟା ଛାତ୍ରୀ ରିୟାନ କାଜି ଚଳିତ ବର୍ଷ ତାଙ୍କ ୟୁଟ୍ୟୁବ୍‌ ଚ୍ୟାନେଲରୁ ୨୧୭ କୋଟି ଟଙ୍କା ଆୟ କରିଛନ୍ତି। ‘ରିୟାନ ଓ୍ବାଲର୍‌ଡ’ ନାମରେ ଏକ ଚ୍ୟାନେଲ ଚଲାଉଥିବା ଏହି ଛାତ୍ରୀ ୟୁଟ୍ୟୁବ୍‌ରୁ ଏତେ ମାତ୍ରାରେ ଆୟ କରିବାରେ ସର୍ବକନିଷ୍ଠା ବୋଲି ଫୋର୍ବସ ମାଗାଜିନରେ ରିପୋର୍ଟ ପ୍ରକାଶ ପାଇଛି। ରିୟାନ୍‌ ୪ ବର୍ଷର ହୋଇଥିବାବେଳେ ୨୦୧୫ରେ ଏହି ଚ୍ୟାନେଲ ଖୋଲିଥିଲେ। ଏଥିରେ ସେ ବିଭିନ୍ନ ଖେଳଣାର ରିଭ୍ୟୁ ଦେଇଥାନ୍ତି। ଏଥିସହ ବିଜ୍ଞାନ ସମ୍ବନ୍ଧିତ କିଛି ଏକ୍ସପେରିମେଣ୍ଟ ମଧ୍ୟ ଦେଖାଇଥାନ୍ତି। ତାଙ୍କ ଭିଡିଓକୁ କୋଟି କୋଟି ସଂଖ୍ୟାରେ ଦର୍ଶକ ଦେଖୁଛନ୍ତି। ୨୦୧୯ରେ ସେ ତାଙ୍କ ଚ୍ୟାନେଲରୁ ୧୯୧ କୋଟି ଏବଂ ୨୦୧୮ରେ ୧୬୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା କମାଇଥିଲେ। ରିୟାନଙ୍କ ମା’ ଜଣେ ରସାୟନ ବିଜ୍ଞାନ ଶିକ୍ଷୟିତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri