ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସରରେ ଭାବପ୍ରବଣ ହେଲେ ପିଲା

ପାଟଣା,୩୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀଶଙ୍କର ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ମହାନ୍ତ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, ସମ୍ମାନିତ ଅତିଥି ଭାବେ ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ଏବିଓ ବିଜୟ ଓଝା, ଅବସରପ୍ରାପ୍ତ ଏବିଓ ଧରଣୀଧର ଦାସ, ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ କମଳାକାନ୍ତ ପତି, ଶିକ୍ଷାବିତ୍‌ ପାର୍ଥ ସାରଥୀ ବେଜ, କ୍ଲଷ୍ଟର ସଂଯୋଜକ ଶୈଳେନ୍ଦ୍ର କୁମାର ମହାନ୍ତ , ସିଆରସିସି ଜଗନ୍ନାଥ ମହାନ୍ତ ପ୍ରମୁଖ ଯୋଗ ଦେଇ ଅବସରପ୍ରାପ୍ତ ଶିକ୍ଷକ ଭବାନୀଶଙ୍କର ମହାନ୍ତ ଜଣେ ଛାତ୍ର ବତ୍ସଳ ଓ କର୍ତ୍ତବ୍ୟନିଷ୍ଠ ଶିକ୍ଷକ ଥିଲେ ବୋଲି କହିଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ଯୁଧିଷ୍ଟିର ମହାନ୍ତ ସଂଯୋଜନା କରିଥିଲେ। ଶିକ୍ଷକଙ୍କ ଅବସରରେ ସମସ୍ତେ ଭାବପ୍ରବଣ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri