ଛାତ୍ରୀଙ୍କୁ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହଙ୍ଗା: ଅଧ୍ୟାପକଙ୍କୁ ଆକ୍ରମଣ, ଭାଙ୍ଗିଲା କାର…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ କଲେଜର ଜଣେ ଯୁକ୍ତ ୨ ଦିତୀୟବର୍ଷ ବିଜ୍ଞାନ ଛାତ୍ରୀଙ୍କୁ ସେହି କଲେଜର ଜଣେ ଗଣିତ ଅଧ୍ୟାପକ ରାମ ସ୍ବରୂପ ପାଣିଗ୍ରାହୀ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ଏ ନେଇ ପରିବାର ଲୋକଙ୍କୁ ଜଣାଇବା ପରେ ଛାତ୍ରୀଙ୍କ ଭାଇ ଓ ସମ୍ପର୍କୀୟ ଲୋକେ ବୁଧବାର ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟରାସ୍ତାରେ ଅଧ୍ୟାପକଙ୍କ କାରକୁ ଅଟକାଇ ତାଙ୍କୁ ଆକ୍ରମଣ କରିବା ସହ କାରଟିକୁ ଭଙ୍ଗାରୁଜା କରିଥିବା ଜଣାପଡିଛି। ଖବରପାଇ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ଘଟଣାର ତଦନ୍ତ ଚଳାଇଛନ୍ତି। ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କୁ ପଚାରିବାରୁ ଏ ନେଇ କୌଣସି ପକ୍ଷ ଥାନାରେ ଏତଲା ଦେଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri