ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ ମହୁମାଛି ସେବାଶ୍ରମ ପରିସର ମଧ୍ୟରେ ଘୁରି ବୁଲୁଥିବା ଦେଖାଯାଇଛି। ଘଟଣା ଘଟିବା ଦିନ ବିଳମ୍ବିତ ରାତିରେ ମହୁମାଛି ବସାରେ ନିଆଁ ଲଗାଇ ପୋଡି ଦିଆଯାଇଥିଲା। କିନ୍ତୁ ପୁଣି ବୁଧବାର ଜଙ୍ଗଲରୁ ମହୁମାଛି ସେବାଶ୍ରମ ଭିତରକୁ ପଶିଆସିଥିଲେ ଓ ପୁଣି ସେହି ପୋଡ଼ାଯାଇଥିବା ସ୍ଥାନରେ ହିଁ ନୂଆ ବସା ତିଆରି କରିଥିଲେ। ଫଳରେ ଚିନ୍ତା ବଢିଥିଲା। କୌଣସି ଉପାୟ ନପାଇ ବିଡିଓ ପ୍ରୀତିରଞ୍ଜନ ରଥ ଏହାର ସ୍ଥାୟୀ ସମାଧାନ ପାଇଁ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ଏବଂ ବାଲିଗୁଡା ଡିଫଓଙ୍କୁ ଚିଠି ଲେଖିଛନ୍ତି। ସେବାଶ୍ରାମ ପରିସରରୁ ମହୁମାଛିଙ୍କୁ ହଟାଇବା ସହ ନିକଟସ୍ଥ ଜଙ୍ଗଲରେ ଥିବା ମହୁମାଛି ବସାକୁ ନଷ୍ଟ କରି ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ସେ ଚିଠିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri