Posted inଜାତୀୟ

ସହପାଠୀଙ୍କ ପାଦତଳେ ପଡ଼ି ଭୋଟ ଭିକ୍ଷା କଲେ ଛାତ୍ରନେତା

ଜୟପୁର,୨୭ା୮: ରାଜସ୍ଥାନରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଛାତ୍ର ସଂଗଠନର ନେତାମାନେ ସହପାଠୀଙ୍କ ପାଦତଳେ ପଡ଼ି ସେମାନଙ୍କ ସପକ୍ଷରେ ଭୋଟ ଦେବାକୁ ନିବେଦନ କରୁଥିବା ଦେଖିବାକୁ ମିଳିଛି। ଯାହା ଦେଖି ସେଠାରେ ଉପସ୍ଥିତ ସମସ୍ତ ଲୋକ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଦୃଶ୍ୟର କିଛି ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାଇରାଲ ଭିଡିଓରେ ଛାତ୍ର ସଂଗଠନର ନେତାମାନେ ସେମାନଙ୍କ ସପକ୍ଷରେ ଭୋଟ ପାଇଁ ନିବେଦନ କରୁଥିବା ଦେଖିବାକୁ ମିଳିଛି। ଛାତ୍ର ନେତା ଜଣଙ୍କ ଛାତ୍ରୀମାନଙ୍କ ପାଦତଳେ ପଡ଼ିଯାଇଥିଲେ। ସେମାନଙ୍କୁ ହାତ ଯୋଡ଼ି ଭୋଟ୍‌ ମାଗିଥିଲେ।

ସୂଚନାଯୋଗ୍ୟ, ରାଜସ୍ଥାନରେ ଦୁଇ ବର୍ଷର ବ୍ୟବଧାନ ପରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଛି। ଶନିବାର ସକାଳୁ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍‌ପୋର୍ଟ ଫେରାଇବା ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ଆର୍ଯ୍ୟନ୍‌

ମୁମ୍ବାଇ,୧।୭: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ପୁଣି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ବଲିଉଡ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌ ଖାନ। ଏନ୍‌ଡିପିଏସ୍‌ ସ୍ବତନ୍ତ୍ର ଅଦାଲତର...

ପରିବାରର ୪ ଜଣଙ୍କୁ ଟାଙ୍ଗି ମାରିଲେ ମାଓବାଦୀ

ପାଟଣା,୧୪।୧୧: ବିହାରର ଗୟା ଜିଲାରେ ଶନିବାର ମାଓବାଦୀମାନେ କାଙ୍ଗାରୁ କୋର୍ଟ ନିର୍ଦ୍ଦେଶରେ ଗୋଟିଏ ପରିବାରର ୪ ଜଣଙ୍କୁ ଟାଙ୍ଗି ଦେଇଛନ୍ତି। କେବଳ ଏତିକି ନୁହେଁ ମୃତକଙ୍କ...

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ...

ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ

ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍‌ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ...

ଭାଜପା ମୂଳପୋଛ

ଚଣ୍ଡିଗଡ଼, ୧୮ା୨: କେନ୍ଦ୍ରର ୩ କୃଷି ଆଇନ ଭାଜପା ପାଇଁ ମହଙ୍ଗା ପଡ଼ିଛି। ଏହି ବିବାଦୀୟ ଆଇନ ହଟାଇବା ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ...

ଏଲ୍‌ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ

ଲେହ, ୧୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା...

ସ୍କୁଲ ଫି ଛାଡ଼ ଆବେଦନ ଶୁଣାଣି ପାଇଁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୭(ପି.ଟି.): କରୋନା ଜନିତ ଲକ୍‌ଡାଉନ ସମୟର ସ୍କୁଲ୍‌ ଫି ଆଦାୟ ବନ୍ଦ ରଖିବା ପାଇଁ ବିଭିନ୍ନ ରାଜ୍ୟର ଅଭିଭାବକମାନେ କରିଥିବା ଆବେଦନ ଉପରେ ହସ୍ତକ୍ଷେପ କରିବାକୁ...

ପବିତ୍ର ମୋହନ ଦାସଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ, ୬-୯(ପି.ଟି.):ଗୁରୁଦିବସରେ ଭାରତର ୪୬ ଶିକ୍ଷକଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଜାତୀୟ ଶିକ୍ଷକ ପୁରସ୍କାର-୨୦୧୯ରେ ସମ୍ମାନିତ କରିଛନ୍ତି। କୋରାପୁଟର ବୋରିଗୁମାସ୍ଥିତ ପ୍ରୋଜେକ୍ଟ ୟୁପି ସ୍କୁଲ...

Advertisement
Archives

Model This Week