ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି ସ୍କୁଲରେ ୧୯୬ରୁ ଅଧିକ ଛାତ୍ରୀଛାତ୍ର ପଢୁଥିବାବେଳେ ମାତ୍ର ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୩ ଜଣ ଶିକ୍ଷକ ଅଛନ୍ତି। ଯେଉଁଥି ପାଇଁ ଛାତ୍ରୀ ଛାତ୍ରଙ୍କ ପାଠପଢ଼ାରେ ବାଧାପ୍ରାପ୍ତ ହେଉଛି । ଏନେଇ ବାରମ୍ବାର ଅଭିଯୋଗ କରିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ମଙ୍ଗଳବାର ସେଥିପାଇଁ ସକାଳ ୧୦ରୁ ସ୍କୁଲ ଆଗରେ ଗେଟ୍‌ରେ ତାଲା ପକାଇ ଧାରଣା ଦେଇଛନ୍ତି ଅଭିଭାବକ ଓ ଛାତ୍ରୀଛାତ୍ରୀ । ଆଗାମୀ ଦିନରେ ଯଦି ସ୍କୁଲକୁ ଆବଶ୍ୟକ ଶିକ୍ଷକ ନିଯୁକ୍ତି କରାନଯାଏ ତା’ହେଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri