ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଗିରଫ

ବଡବିଲ,୧୭।୧୦ (ଦେବପ୍ରିୟ ରଣା): ଗୁରୁ ଶିଷ୍ୟ ସମ୍ପର୍କରେ ଦାଗ ଲାଗିଛି। ଏଭଳି ଏକ ଲଜ୍ଜାକର ଘଟଣା କେନ୍ଦୁଝର ଜିଲା ବଡ଼ବିଲ ଥାନାଞ୍ଚଳରେ ଦେଖିବାକୁ ମିଳିଛି। ବଡ଼ବିଲ ଥାନା ଅନ୍ତର୍ଗତ ଭୁଷୁଗାଁସ୍ଥିତ ଏକ ଘରୋଇ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଯଶୋବନ୍ତ ଗୋପ।
ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ବିଦ୍ୟାଳୟର ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ସହିତ ଅସଦାଚରଣ ବ୍ୟବହାର କରିଥିବାବେଳେ ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପୋଲିସ ବଡ଼ବିଲ ଥାନା କେଶ ନଂ ୨୯୫/୨୦୨୩ ରେ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପଚରାଉଚରା ଜାରି ରଖିଥିବା ବଡ଼ବିଲ ଥାନା ଆଇଆଇସି ରମାକାନ୍ତ ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri