ନଦୀରେ ବୁଡ଼ି ନିଖୋଜ ଥିଲେ ଛାତ୍ର: ଭୋଗରାଇରୁ ଉଦ୍ଧାର

ଭୋଗରାଇ,୨୭।୭(ଡି. ଏନ୍‌.ଏ.): ବାଲେଶର ଜିଲା ସୁବର୍ଣ୍ଣରେଖା ନଦୀରେ ସୋମବାର ବୁଡି ଯାଇ ଧରମ ଦୁଆର ଗାଁର ପୂର୍ଣ୍ଣଚନ୍ଦ୍ର ରଣାଙ୍କ ବଡପୁଅ ଶୁଭମ (୧୩) ନିଖାଜ ଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ଭୋଗରାଇ ବ୍ଲକ ମନୁନଗର ନଦୀଘାଟରୁ ଗ୍ରାମବାସୀ ଉଦ୍ଧାରକରିଥିଲେ। ପରେ କମର୍ଦl ଥାନାକୁ ଖବର ଦେଇଥିଲେ l ପୋଲିସ ଘଟଣାସ୍ଥଳଳେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌  କରିବା ପାଇଁ ଲକ୍ଷ୍ୟ ରଖି  ସରକାର ପାଇଲଟ୍‌ ପ୍ରକଳ୍ପ...

ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ...

ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ

ରସୁଲପୁର, ୧୮।୫ (ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ...

ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ...

ଆରୁହା ପାହାଡ଼ରୁ କଳାପଥର ଚୋରି: ଚେତିଲା ପୋଲିସ ପ୍ରଶାସନ

ଯାଜପୁର ଅଫିସ/ଧର୍ମଶାଳା (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରେ ପୋଲିସ ପକ୍ଷରୁ ଶନିବାର ଚଢାଉ ହୋଇଛି। କଳାପଥର ଚୋରିରେ ନିୟୋଜିତ ୧୧...

ଅର୍ଥ ଲଗାଣକାରୀ ସଂସ୍ଥା କର୍ମଚାରୀଙ୍କୁ ଆକ୍ରମଣ: ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାହାନଗା,୧୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ନାୟିକବନ୍ଧ ନିକଟରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର...

ବୁଥ୍‌କୁ ଚାଲି ଚାଲି ଯିବେ ପୋଲିଂ କର୍ମଚାରୀ

କେନ୍ଦ୍ରାପଡ଼ା ଅଫିସ,୧୧ା୨: କେନ୍ଦ୍ରାପଡ଼ା ଜିଲା ବିକାଶର ନମୁନା ପ୍ରତ୍ୟେକ ନିର୍ବାଚନ ସମୟରେ ଦେଖିବାକୁ ମିଳୁଛି। ସ୍ବାଧୀନତାର ୭୫ ବର୍ଷରେ ମଧ୍ୟ ଜିଲାର ବିଭିନ୍ନ ଗ୍ରାମକୁ ଯିବାକୁ...

ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର...

Advertisement
Archives

Model This Week