Posted inଜାତୀୟ

ଅଗ୍ନିପଥ ଯୋଜନାର ପ୍ରତିବାଦରେ ୧୮ରେ ବିହାର ବନ୍ଦ

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ପ୍ରତିବାଦର ସ୍ବର ଦିନକୁ ଦିନ ତେଜିବାରେ ଲାଗିଛି। ଦେଶର ବିଭିନ୍ନ ପ୍ରାନ୍ତରେ ବିକ୍ଷୋଭ ପ୍ରଦର୍ଶନ ହିଂସାର ରୂପ ନେଉଛି। ଅନ୍ୟପକ୍ଷେ ବିହାରରେ ଏହାର ପ୍ରତିବାଦ ଉଗ୍ର ରୂପ ନେଇଛି।

ବିହାରର ବିଭିନ୍ନ ଛାତ୍ର ସଂଗଠନ ତୁରନ୍ତ ଯୋଜନାକୁ ପ୍ରତ୍ୟାହାର କରି ନେବାକୁ ଦାବି କରିଛନ୍ତି। ତେବେ ଯୋଜନା ପ୍ରତ୍ୟାହାର କରା ନ ଗଲେ ଜୁନ ୧୮ରେ ବିହାର ବନ୍ଦ ଘୋଷଣା କରାଯାଇଥିବା ଛାତ୍ର ସଂଗଠନ ପକ୍ଷରୁ କୁହାଯାଇଛି। ଏହି ଆନ୍ଦୋଳନକୁ ଆର୍‌ଜେଡି ଏବଂ ବାମଦଳ ସମର୍ଥନ କରିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri