ଏମ୍‌କେସିଜି ମେଡ଼ିକାଲ କଲେଜରେ ଛାତ୍ରଙ୍କୁ ରାଗିଂ: ୪ ସିନିୟର ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର,୧୭।୨: ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ କଲେଜରେ ଛାତ୍ରଙ୍କୁ ରାଗିଂ ଘଟଣାରେ ୪ ସିନିୟର ଛାତ୍ରଙ୍କୁ କ୍ୟାମ୍ପସ ମନା କରାଯାଇଛି। ଗତ ୯ ତାରିଖ ବିଳମ୍ବିତ ରାତିରେ କଲେଜର ଦ୍ବିତୀୟ ବର୍ଷର ଛାତ୍ର ରୁଦ୍ର ରାଉତଙ୍କୁ ରାଗିଂ ସହ ଆକ୍ରମଣ ହୋଇଥିଲା ।
ଏହି ଘଟଣାରେ ଏମ୍‌କେସିଜିି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସମ୍ପୃକ୍ତ ୪ ସିନିୟର ଛାତ୍ରଙ୍କୁ କ୍ୟାମ୍ପସରୁ ବ୍ୟାନ କରାଯାଇଛି । ଚତୁର୍ଥ ବର୍ଷ ଛାତ୍ର ଷ୍ଟାଲିନ ମହାପାତ୍ର ଓ ଜ୍ୟୋତିପ୍ରକାଶ ରାଉତ ୨ମାସ ପର୍ଯ୍ୟନ୍ତ କ୍ୟାମ୍ପସରେ ପ୍ରବେଶ କରିପାରିବେ ନାହିଁ । ଉଭୟଙ୍କୁ ହଷ୍ଟେଲ ଛାଡ଼ିବା ସହ କ୍ଲାସକୁ ନଆସିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି ।
ସେହିଭଳି ରାଗିଂକୁ ପ୍ରସୟ ଦେବା ଅଭିଯୋଗରେ ଚତୁର୍ଥ ବର୍ଷ ଛାତ୍ର ସୂର୍ଯ୍ୟକାନ୍ତ ନାୟକ ଓ ରମେଶ ସେଠୀଙ୍କୁ ଦୁଇ ସପ୍ତାହ ପାଇଁ ହଷ୍ଟେଲ ଛାଡ଼ିବା ସହ କ୍ଲାସକୁ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ମେଡିକାଲ କଲେଜର ଓ ହସ୍ପିଟାଲର ଡିନ ପ୍ରଫେସର୍‌ ଡାକ୍ତର ସନ୍ତୋଷ କୁମାର ମିଶ୍ର ଏହି ସୂଚନା ଦେଇଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri