Posted inଜାତୀୟ

୪ ମତ୍ସ୍ୟଜୀବୀଙ୍କୁ ବଞ୍ଚାଇଲେ ଛାତ୍ର

ଥିରୁଭାନନ୍ତପୁରମ୍‌, ୭ା୧: ଆରବ ସାଗରରେ ବୁଡ଼ି ଯାଉଥିବା ୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରି ହିରୋ ପାଲଟିଛନ୍ତି କେରଳର ଜଣେ ଇଞ୍ଜିନିୟରିଂ ଛାତ୍ର, ଦେବଙ୍ଗ ସୁବିଲ। ଏଥିପାଇଁ ତାଙ୍କୁ ଚାରିଆଡ଼ୁ ପ୍ରଶଂସାର ସୁଅ ଛୁଟିଛି। ଥ୍ରିଶୁରର ନାଟିକା ଉପକୂଳରେ ବୁଧବାର ଏକ ଡଙ୍ଗା ନିଖୋଜ ହୋଇଯିବା ପରେ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ କର୍ମୀ ଚିନ୍ତାରେ ପଡିଥିଲେ। ୧୯ ବର୍ଷୀୟ ଦେବଙ୍ଗ ସହାୟତା କରିବାକୁ ଆଗେଇ ଆସିଥିଲେ। ସେ ସମୁଦ୍ର ମଧ୍ୟକୁ ଏକ ଡ୍ରୋନ ପଠାଇଥିଲେ। ଏହାର କ୍ୟାମେରା ତାଙ୍କ ଫୋନ ସହ ସଂଯୋଗ ହୋଇଥିଲା। ଜଣେ ମତ୍ସ୍ୟଜୀବୀଙ୍କୁ ସେ ଫୋନରେ ଦେଖିବା ପରେ ଉଦ୍ଧାରକାରୀ ଟିମ୍‌ ବୋଟ ସହ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri