ସ୍କୁଲ ସମ୍ମୁଖରେ ଛାତ୍ରଙ୍କ ଚଣା, ମୁଢ଼ି ବିକିବା ଘଟଣା: ଏଣିକି ପଢ଼ିବେ ପାଠ

ପୁରୁଷୋତ୍ତମପୁର,୨୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷିୟତ୍ରୀ ନାମ ଲେଖାଉ ନ ଥିବା ପ୍ରତିବାଦରେ ଛାତ୍ର ଶିବଶଙ୍କର ପଣ୍ଡାଙ୍କ ସହ ପରିବାର ସ୍କୁଲ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିଲେ। ଏପରିକି ଛାତ୍ର ଜଣକ ଚଣା, ମୁଢ଼ି, ଚକୋଲେଟ୍‌, ବିସ୍କୁଟ ବିକି ଅଭିନବ ପ୍ରତିବାଦ କରିଥିଲେ। ଖବର ପ୍ରକାଶ ପରେ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏହାକୁ ଶିକ୍ଷା ବିଭାଗ ଅତି ଗୁରୁତର ସହ ନେଇଥିଲେ। ଶନିବାର ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ବୀର ବେହେରା, ଛାତ୍ରଙ୍କ ସହ ତାଙ୍କ ବାପା କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ସାଙ୍ଗରେ ନେଇ ବିଦ୍ୟାଳୟରେ ନାମ ଲେଖାଇଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସୁବିଧା ସୁଯୋଗ ତାଙ୍କୁ ଯୋଗାଇ ଦିଆଯିବ ବୋଲି ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବୋଝେଇ ଟ୍ରକରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୦ା୬ : ବରଗଡ଼ ଜିଲା ବିଜେପୁର-ଗାଇସିଲେଟ୍‌ ରାସ୍ତାର ନୂଆଁପାଲି ନିକଟରେ ଗୁରୁବାର ଅପରାହ୍ନରେ ଏକ ଧାନ ବୋଝେଇ ଟ୍ରକ(ଓଆର ୧୩ ଏମ୍‌ ୧୩୬୨)ରେ ଆକସ୍ମିକ...

୫ କି.ମି. କାଦୁଅ ରାସ୍ତାରେ ଖଟିଆରେ ବୁହା ହେଲେ ରୋଗୀ

ଚନ୍ଦାହାଣ୍ଡି, ୩।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ରୋଗୀ ଯନ୍ତ୍ରଣାର କରୁଣ ଚିତ୍ର ସାମନାକୁ ଆସିଛି । ଜଣେ ରୋଗୀଙ୍କୁ ୫ କିମି କାଦୁଅ ରାସ୍ତାରେ...

ଗଁ। ରେ ପଶିଲେ ହାତୀପଲ

ରାସୋଳ, ୧୩।୬(ଡି.ଏନ୍‌.ଏ.)- ହିନ୍ଦୋଳ ରେଞ୍ଜ ରାସୋଳ ସେକ୍ସନ ଅଁଳାବେଡ଼ା ଗ୍ରାମର କୁମ୍ଭୀରାଢିପ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀପଲ ମଦନ ଦେହୁରୀ...

ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ...

ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଖଣ୍ଡପଡ଼ା,୧୪ା୬(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀନୀଳମାଧବ ମନ୍ଦିରରେ ପାରମ୍ପରିକ ରୀତିରେ ଦ୍ୱାରିକାଧିପତି ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପୌରାଣିକ କଥା...

କରୋନା ପ୍ରଭାବ: ଜୀବନ ପାଇଁ ବଦଳିଛି ଜୀବିକା

କେନ୍ଦ୍ରାପଡା ଅଫିସ୍‌, ୨୯।୪-ଦେଶରେ ତାଲାବନ୍ଦକୁ ଇତିମଧ୍ୟରେ ମାସେ ବିତିଛି। ହେଲେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ତାଲାବନ୍ଦ ଅବଧି ମେ ୩ରେ ଶେଷ ହେବା ନେଇ...

ଦାଣ୍ଡରେ ବିତୁଛି ପ୍ରତିଷ୍ଠିତ ମିଲ୍‌ ମାଲିକଙ୍କ ଜୀବନ

ଜୟପୁର,୧୮।୩(ନି.ପ୍ର.) – ଜୀବନରେ ଅଭାବ କ’ଣ ଜଣା ନ ଥିଲା। ପାଖରେ ଥିଲା ୨୫ ଏକର ଚାଷଜମି, ଜାତୀୟ ରାଜପଥ କଡ଼ରେ ଅନେକ ଦୋକାନଘର ସାଙ୍ଗକୁ...

କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ...

Advertisement
Archives

Model This Week