ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି। ତାଙ୍କ ବାପ ଘରଠାରୁ ଆରମ୍ଭ କରି ଶାଶୁ ଘର ପର୍ଯ୍ୟନ୍ତ ସମସ୍ତେ ରାଜନୈତିକ ପରିବାରର। ରଞ୍ଜିତାଙ୍କ ବାପା ସରପଞ୍ଚ ଥିବା ବେଳେ ସ୍ବାମୀ ସୁଦାମ ମନ୍ତ୍ରୀ, ନଣନ୍ଦ ସମିତି ସଭ୍ୟା ଓ ଦିଅର ବାଙ୍ଗରିପୋଷି ବ୍ଲକ ଅଧ୍ୟକ୍ଷ ଭାବେ ରହି ଆସିଛନ୍ତି ା ପରିବାର ଲୋକେ ରାଜନୀତିକୁ ଆପଣାଇ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ରାଜନୀତିକୁ ଆସିବାକୁ ଇଚ୍ଛା ପ୍ରକାଶ କରି ୨ ମାସ ପୂର୍ବେ ରଞ୍ଜିତା ଚାକିରିରୁ ଅବସର ଗ୍ରହଣ କରିଥିଲେ। ପୂର୍ବରୁ ଦଳୀୟ ଟିକେଟ ଚୂଡ଼ାନ୍ତ ହେବା ଜାଣି ବିଧାନସଭା କ୍ଷେତ୍ରରେ ଭୋଟରଙ୍କ ନିକଟତର ମଧ୍ୟ ହେଉଥିଲେ। ପ୍ରାର୍ଥୀ ଘୋଷଣା ପରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମହିଳାଙ୍କୁ ସମ୍ମାନ ଦେଇଚାଲିଛନ୍ତି ା
ତାଙ୍କୁ ଟିକଟ ଦେଇ ଯେଉଁ ଦାୟିତ୍ୱ ପ୍ରଦାନ କରିଛନ୍ତି ତାହାକୁ ସୂଚାରୁ ରୁପେ ତୁଲାଇବାକୁ ଚେଷ୍ଟା କରିବେ ବୋଲି ରଞ୍ଜିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri