ଛାତ୍ରୀକୁ ଧରି ଫେରାର ହୋଇଗଲେ ଶିକ୍ଷକ

କୁତ୍ରା,୭।୩ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଶିକ୍ଷକଙ୍କ ନାଁରେ କୁତ୍ରା ଥାନାରେ ଏକ ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ରାଜଗାଙ୍ଗପୁର ଅଞ୍ଚଳର ଜଣେ ଶିକ୍ଷକ ରାଞ୍ଚିରୋଡ ସ୍ଥିତ ଏକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଏପରି କି ସେ କିଛି ଛାତ୍ରୀଛାତ୍ରଙ୍କୁ ଟିଉସନ କରୁଥିଲେ। ଟିଉସନ କରୁଥିବା ଜଣେ ଛାତ୍ରୀଙ୍କୁ ଧରି ଫେରାର ହୋଇଯାଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲ ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସଙ୍ଗ: ଓକିଲ ସଂଘର ବିରୋଧ, ଆନ୍ଦୋଳନ ଚେତାବନୀ

ପୁରୀ ଅଫିସ, ୨୨ା୮: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେଲେ ସାଧାରଣ ଜନତା ଅସୁବିଧାର...

‘ନବଜୀବନପୁର’ର ନବକଳେବର

ଢେଙ୍କାନାଳ ଅଫିସ,(ରତନ ନାୟାର) ୨୭।୮: ଭାରତର ଗ୍ରାମାଞ୍ଚଳର ଲୋକଙ୍କ ଭିତରେ ରହିଥିବା ଆତ୍ମୀୟତା, ଉତ୍ତମ ବ୍ୟବହାର ସାଙ୍ଗକୁ ଭିନ୍ନଧରଣର ଖାଦ୍ୟପେୟ, ଲୋକକଳା ଏବଂ ପାରମ୍ପରିକ କୁଟୀର ଶିଳ୍ପ...

ମସଜିଦ୍‌ରେ ପଶିଲେ ୧୭ ବିଦେଶୀ ନାଗରିକ: ତଦନ୍ତ କଲା ପୋଲିସ

କୁଜଙ୍ଗ,୧।୧୧(ସ୍ବ.ପ୍ର.): ସାରା ଦେଶରେ ଗୁରୁବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବାବେଳେ କୁଜଙ୍ଗର ବିଭିନ୍ନ ଶିକ୍ଷାନୁଷ୍ଠାନ, ସାମାଜିକ ଅନୁଷ୍ଠାନରେ ଏହି ଦିବସ ପାଳନ କରାଯାଇଛି। ତେବେ...

ବାଇକ୍‌ରେ ଆସି ଝାମ୍ପିନେଲେ ଟଙ୍କା, ରୁପା

ଫୁଲବାଣୀ ଅଫିସ, ୨୨ା୯-ଫୁଲବାଣୀ ଆଦର୍ଶ ଥାନାଠାରୁ ମାତ୍ର ୩୦୦ ମିଟର ଦୂର ତଥା ଏସ୍‌ପିଙ୍କ କାର୍ଯ୍ୟାଳୟ ପାଖରେ ଶନିବାର ଜଣେ ବ୍ୟବସାୟୀ ଲୁଟ୍‌ର ଶିକାର ହୋଇଛନ୍ତି।...

୨୦ରୁ ‘ଜାତୀୟ ଆଦିବାସୀ ମେଳା’

କଟକ ଅଫିସ, ୧୩ା୫- କଟକ ବାଲିଯାତ୍ରା ଉପର ପଡ଼ିଆରେ ଆସନ୍ତା ୨୦ରୁ ୩୦ ତାରିଖ ପର୍ଯ୍ୟନ୍ତ ଜାତୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ଏହି ମେଳା...

ସେଲ୍‌ଫି ନେବା ସମୟରେ ନଦୀରେ ଖସି ପଡ଼ିଥିଲେ ଯୁବତୀ: ଆଜି ମିଳିଲା ମୃତଦେହ

ସୁନ୍ଦରଗଡ଼/ବାଲିଶଙ୍କରା,୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ ନଦୀର ଘୋଘର ଘାଟକୁ ରବିବାର ପିକ୍‌ନିକ୍‌ କରିବାକୁ ଆସିଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ପାଣିରେ...

ଡେରାବିଶ ମହିଳା ଶିଶୁ ସମନ୍ବିତ ବିଭାଗରେ ଦୁର୍ନୀତି

ଡେରାବିଶ,୧୫ା୭(ସ୍ବ.ପ୍ର.): ଶିଶୁମାନଙ୍କ ସାମଗ୍ରୀକ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ କେନ୍ଦ୍ରପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଧୀନ ଅଙ୍ଗନୱାଡି...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା...

Advertisement
Archives

Model This Week