ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରତ୍ୟୁଷ କୁମାରୀ ତରାଇ ୧୭ ବର୍ଷରୁ କମ୍‌ ବାଳିକା ବିଭାଗ ୫୫ କିଗ୍ରାରେ ତୃତୀୟ ସ୍ଥାନ ଓ ସେହି ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ଏନ୍‌ ସରସ୍ବତୀ ରେଡ୍ଡୀ ୧୭ ବର୍ଷରୁ କମ ବାଳିକା ବିଭାଗର ୫୨କିଗ୍ରାରେ ତୃତୀୟ ସ୍ଥାନ ଅଧିକାର କରି ସ୍କୁଲ ତଥା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି । ଉକ୍ତ ଦୁଇ ଛାତ୍ରୀ ଅଗଷ୍ଟ ୨ ଓ ୩ ରିଖ କେନ୍ଦୁଝରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ସ୍ବଣ୍ଣର୍ର୍ ପଦକ ହାସଲ କରିଥିଲେ । ସେମାନେ ସ୍କୁଲର ଟାଇକୁଣ୍ଡ ଶିକ୍ଷକ ଅଭିମନ୍ୟୁ ରେଡ୍ଡୀଙ୍କଠାରୁ ପ୍ରଶିକ୍ଷଣ ନେଉଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ସୁନୀଲ କୁମାର ଦାସଙ୍କ ପ୍ରେରଣା ଏହି ସଫଳତା ମିଳିଥିଲା । ଏହି ସଫଳତା ପାଇଁ ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ଜୟଲକ୍ଷ୍ମୀ ମହାନ୍ତି ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?