CBSE ପରୀକ୍ଷା ଫଳ ନେଇ ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ପଦ୍ମପୁର,୫ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ୮୮୫ ଛାତ୍ରୀଛାତ୍ର CBSE ପରୀକ୍ଷା ଫଳ ପାଇଁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁରସ୍ଥିତ ବାସଭବନକୁ ସାକ୍ଷାତ ପାଇଁ ଯାଇଥିବା ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କୁ ଶିକ୍ଷାମନ୍ତ୍ରୀ ଦୀର୍ଘ ୧୦ ଘଣ୍ଟା ଅଖିଆ ଅପିଆ ଅପେକ୍ଷା କରାଇବା ପରେ ରାତି ୧.୩୦ ବଜେ ସାକ୍ଷାତ ପାଇଁ ଡାକି CBSE ପରୀକ୍ଷାଫଳର ପୁନଃ ସମୀକ୍ଷା ଶହ ପ୍ରକାଶ କରିବାକୁ ନେଇ ଯେପରି ନୈରାଶ୍ୟଜନକ ଉତ୍ତର ଦେଇ ଫେରାଇ ଦେଲେ ଓ ଏବେ ବି ଛାତ୍ରୀଛାତ୍ର ଅନ୍ୟ ଉପାୟ ନ ପାଇ ଗୁରବାର ପଦ୍ମପୁର ଉପଜିଲାପାଳ କାର୍ଯ୍ୟାଳୟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହା ସହିତ ଆସନ୍ତକାଲି ଛାତ୍ରୀଛାତ୍ର ସାମୂହିକ ଭାବେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ନ୍ୟାୟ ପାଇଁ ପୋଷ୍ଟ କାର୍ଡ ମାଧ୍ୟମରେ ଲେଖି ଜଣାଇବେ ତଥା ଆନ୍ଦୋଳନ ଜାରି ରଖିବେ ଏବଂ ସେପଟେ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ପରୀକ୍ଷାଫଳକୁ ଚ୍ୟାଲେଞ୍ଜ କରି ରିଟ୍‌ ପିଟିଶନ ଦାଖଲ କରାଯିବ ବୋଲି ସଂଯୁକ୍ତ ଅଭିଭାବକ ମଞ୍ଚର ଉପଦେଷ୍ଟା ବରିଷ୍ଠ ଆଇନଜୀବୀି ଅଜିତ ଶତପଥୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri