Posted inଜାତୀୟ

ଛାତ୍ରୀଛାତ୍ରଙ୍କୁ ଅଷ୍ଟ୍ରେଲିଆ ମନା

ନୂଆଦିଲ୍ଲୀ,୧।୧୦: ଧିରେଧିରେ କୋଭିଶିଲ୍ଡକୁ ଅନେକ ଦେଶ ମାନ୍ୟତା ଦେଉଛନ୍ତି। ଏବେ ଅଷ୍ଟ୍ରେଲିଆ ମଧ୍ୟ କୋଭିଶିଲ୍ଡକୁ ଦେଇଛି ସବୁଜ ସଙ୍କେତ। ଶୁକ୍ରବାର ଅଷ୍ଟ୍ରେଲିଆ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଟିକା କୋଭିଶିଲ୍ଡକୁ ଅନୁମତି ଦେଇଛି।
ଏଣିକି ଅଷ୍ଟ୍ରେଲିଆ ଯିବାକୁ ଚାହୁଁଥିବା ବ୍ୟକ୍ତିମାନେ ଆରାମରେ ଯାତ୍ରା କରିପାରିବେ। ଅଷ୍ଟ୍ରେଲିଆ ସରକାରଙ୍କ ତରଫରୁ ଏ ନେଇ ଏକ ବିବୃତ୍ତି ଦିଆଯାଇଛି। ଏହି ବିବୃତ୍ତିରେ ଛାତ୍ରୀଛାତ୍ରମାନଙ୍କୁ ଅନୁମତି ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଣ୍ଡପରେ ମା’-ଝିଅ କଲେ ବିବାହ

ରାଞ୍ଚି,୯।୨: ଝାଡ଼ଖଣ୍ଡରେ ଗୋଟିଏ ବିବାହ ମଣ୍ଡପରେ ମା’ ଏବଂ ଝିଅଙ୍କର ବିବାହ ସମ୍ପନ୍ନ ହୋଇଛି। ଏହି ବିବାହକୁ ଦେଖିବା ପାଇଁ ବହୁ ଲୋକଙ୍କ ସମାଗମ ହୋଇଥିଲା।...

କରୋନା ଟିକାକରଣରେ ଭାରତ ରଚିଲା ଇତିହାସ: ଟପ୍ ୧୦ରେ ରହିଲେ ଏହିସବୁ ରାଜ୍ୟ

ନୂଆଦିଲ୍ଲୀ,୨୧ ।୧୦: କରୋନା ମହାମାରୀକୁ ଦୂରେଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ କାର୍ଯ୍ୟକ୍ରମ ଇତିହାସ ରଚିଛି । ଜାନୁୟାରୀ ୧୬ରୁ ଆରମ୍ଭ କରାଯାଇଥିବା ଏହି...

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୦୦ ନୂଆ ରୋଗୀ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ବଢାଇଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୩,୯୦୦ କରୋନା ରୋଗୀ ଚିହ୍ନଟ ହେବା...

ସ୍କୁଟର ଚଳାଇବା ବେଳେ ଭାରସାମ୍ୟ ହରାଇଲେ ମମତା

କୋଲକାତା,୨୫।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ଇ-ସ୍କୁଟରରେ ସଚିବାଳୟ ଯାଇଥିଲେ। ପରେ ରାଜ୍ୟ ସଚିବାଳୟରୁ ମୁଖ୍ୟମନ୍ତ୍ରୀ...

ଦେଶକୁ ମିଳିବେ ପ୍ରଥମ ମହିଳା ପ୍ରଧାନ ବିଚାରପତି, ସୁପ୍ରିମ୍‌କୋର୍ଟଙ୍କ ସୁପାରିଶକୁ କେନ୍ଦ୍ରର ସ୍ବୀକୃତି…

ନୂଆଦିଲ୍ଲୀ,୨୬।୮: ଦେଶକୁ ୨୦୨୭ରେ ଜଣେ ମହିଳା ପ୍ରଧାନବିଚାରପତି ମିଳିବା ନିଶ୍ଚିତ ହୋଇଛି। ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପାଇଁ ୯ ଜଣଙ୍କ...

ନ୍ୟାୟ ଦେବ କିଏ: ରାଜସ୍ଥାନରେ ଭାଜପା,ଉତ୍ତରପ୍ରଦେଶରେ କଂଗ୍ରେସର ପ୍ରଦର୍ଶନ

ବାରାଂ/ହାଥରସ, ୫।୧୦: ଉତ୍ତରପ୍ରଦେଶର ହାଥରସ୍‌ ଏବଂ ରାଜସ୍ଥାନର ବାରାଂରେ ଘଟିଥିବା ବଳାତ୍କାର ଘଟଣା ନେଇ ଏବେ ଦେଶରେ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଭାଜପା...

ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…

ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର...

ମୋଦିଙ୍କ ଜନ୍ମଦିନରେ ସଙ୍କଟ ମୋଚନ ମନ୍ଦିରକୁ ୧.୨୫ କିଲୋ ଓଜନର ସୁନା ମୁକୁଟ ଦାନ କଲେ ପ୍ରଶଂସକ

ବାରଣାସୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିର୍ବାଚନମଣ୍ଡଳୀ ବାରଣାସୀରେ ଥିବା ପ୍ରଶଂସକମାନେ ସଙ୍କଟମୋଚନ ହନୁମାନଙ୍କ ମନ୍ଦିରକୁ...

Advertisement
Archives

Model This Week