ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ। ଏହାଛଡ଼ା ଏସ୍‌ଏମ୍‌ଏସ୍‌ ଜରିଆରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ସମ୍ପର୍କରେ ସୂଚନା ପାଇପାରିବେ । ପରିକ୍ଷାର୍ଥୀମାନେ OR (୧୦) ରୋଲ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ ନିଜ ରେଜଲ୍ଟ ପାଇପାରିବେ ।

ପ୍ରକାଶ ଯେ, ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତରହିଛି। ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ତନ୍ମଧ୍ୟରୁ ୫,୧୭,୮୪୭ଜଣ ପିଲା ପାସ କରିଥିବାବେଳେ ୮୬୯୯ଜଣ ପିଲା ଫେଲ ହୋଇଛନ୍ତି । ୨,୫୬,୮୭୭ଜଣ ଛାତ୍ର ପାସ କରିଥିବାବେଳେ ୨,୬୦,୯୬୦ଜଣ ଛାତ୍ରୀ ପାସ କରିଛନ୍ତି । ଏ-୧ରେ ୮୧୧୯ଜଣ ଛାତ୍ରଛାତ୍ରୀ ପାସ କରିଥିବାବେଳେ ଏ-୨ରେ ୫୪,୮୮୯ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ୧୧୭୦ ସ୍କୁଲର ସମସ୍ତ ପିଲା ପରୀକ୍ଷାରେ ପାସ କରିଛନ୍ତି । ତେବେ ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ପିଲା ରି-ଚେକିଂ କରାଇ ପାରିବେ । ରି-ଚେକିଂ ପାଇଁ ଜୁଲାଇ ୧୧ରୁ ଅନଲାଇନ ଯୋଗେ ଆବେଦନ କରାଯାଇପାରିବ । ଜୁଲାଇ ୧୧ରୁ ୨୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?