ନଦୀ ପାର ହୋଇ ସ୍କୁଲଗଲେ ଛାତ୍ରୀଛାତ୍ର

ମୋହନା,୨୦ା୫(ମନ୍ମଥ ମିଶ୍ର): ଗ୍ରୀଷ୍ମ ଅବକାଶ ପରେ ସ୍କୁଲ ଖୋଲିବାର ପ୍ରଥମ ଦିନ ଶୁକ୍ରବାର ଛାତ୍ରୀଛାତ୍ରମାନେ ନଦୀ ପାର ହୋଇ ପାଠ ପଢ଼ିବାକୁ ଯାଇଛନ୍ତି। ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାଆମ୍ବ ଗାଁ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଡେଙ୍ଗାଆମ୍ବା, ଟିଟିମେରି ଓ କୁଈହୁରୁ ଗାଁର କୁନି ଛାତ୍ରୀଛାତ୍ରମାନେ ବହି ବ୍ୟାଗ୍‌ ଧରି ବିପଦସଂକୁଳ ଅବସ୍ଥାରେ ନଦୀ ପାର ହୋଇ ନାରଙ୍ଗି ବିଦ୍ୟାଳୟକୁ ଯାଇଛନ୍ତି। ଅତ୍ୟଧିକ ବର୍ଷା ହେଲେ ନଦୀରେ ବନ୍ୟା ପାଣି ଆସିଲେ ପିଲାମାନେ ନଦୀ ପାର ହୋଇ ନ ପାରି ଘରେ ରହିଯାନ୍ତ। ନଦୀରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri