ନଦୀ ପାର ହୋଇ ସ୍କୁଲଗଲେ ଛାତ୍ରୀଛାତ୍ର

ମୋହନା,୨୦ା୫(ମନ୍ମଥ ମିଶ୍ର): ଗ୍ରୀଷ୍ମ ଅବକାଶ ପରେ ସ୍କୁଲ ଖୋଲିବାର ପ୍ରଥମ ଦିନ ଶୁକ୍ରବାର ଛାତ୍ରୀଛାତ୍ରମାନେ ନଦୀ ପାର ହୋଇ ପାଠ ପଢ଼ିବାକୁ ଯାଇଛନ୍ତି। ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାଆମ୍ବ ଗାଁ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଡେଙ୍ଗାଆମ୍ବା, ଟିଟିମେରି ଓ କୁଈହୁରୁ ଗାଁର କୁନି ଛାତ୍ରୀଛାତ୍ରମାନେ ବହି ବ୍ୟାଗ୍‌ ଧରି ବିପଦସଂକୁଳ ଅବସ୍ଥାରେ ନଦୀ ପାର ହୋଇ ନାରଙ୍ଗି ବିଦ୍ୟାଳୟକୁ ଯାଇଛନ୍ତି। ଅତ୍ୟଧିକ ବର୍ଷା ହେଲେ ନଦୀରେ ବନ୍ୟା ପାଣି ଆସିଲେ ପିଲାମାନେ ନଦୀ ପାର ହୋଇ ନ ପାରି ଘରେ ରହିଯାନ୍ତ। ନଦୀରେ ପୋଲ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri