ଆଉ ହେବନି କ୍ଲାସ: ଏ ବର୍ଷ ବି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲା ପାସ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ପୁଣିଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଏବେ ସ୍କୁଲ ଖୋଲାଥିଲେ ମଧ୍ୟ ପିଲାମାନଙ୍କୁ ସଂକ୍ରମଣରୁ ରକ୍ଷା କରିବା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ ହେବନାହିଁ। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପରୀକ୍ଷା ନକରି କ୍ଲାସ ପ୍ରମୋସନ କରାଯିବ। ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସ୍ଥିତି ଯାହା ଏବେ ଆଉ ସ୍କୁଲ ଖୋଲିବା ସମ୍ଭବ ନୁହେଁ। ବିଧିବଦ୍ଧ ନିଷ୍ପତ୍ତି ହୋଇ ନ ଥିଲେ ବି ଆପାତତଃ ଏହା ହିଁ ସ୍ଥିର ହୋଇଛି। କ୍ଲାସ ଚାଲିଥିବାରୁ ନବମ ପିଲାଙ୍କ ପରୀକ୍ଷା ଅଫ୍‌ ଲାଇନ୍‌ରେ ହେବ। ନୂଆ ଶିକ୍ଷାବର୍ଷ ଏପ୍ରିଲରୁ ଆରମ୍ଭ ହୋଇ ନ ପାରେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri