ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ କଳା ଛାତ୍ରୀ ଶ୍ରୀୟାରାଣୀ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଯୁକ୍ତ ଦୁଇ ବିଜ୍ଞାନ କଳାର ଛାତ୍ର ତପନ ଗୌଡ଼ ଶ୍ରେଷ୍ଠ ପୁରସ୍କାର ସଫଳତା ହାସଲ କରିଛନ୍ତି l ସେହିପରି ହିଲଟପ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ କଳା ଛାତ୍ରୀ ସ୍ମୃୃତିରେଖା ମିଶ୍ର ପ୍ରବନ୍ଧରେ ପ୍ରଥମ ହୋଇଥିବା ବେଳେ ଯୁକ୍ତ ଦୁଇ କଳା ଛାତ୍ରୀ ସୃଜନଶୀଳ ଲିଖନ ରେ ଯଜ୍ଞପ୍ରଭା ବେହେରା ପ୍ରଥମ ସ୍ଥାନ ଅଧିକାର କରି ଉଭୟ ଛାତ୍ରୀ ଛାତ୍ର ସଫଳତା ରେ ଅଞ୍ଚଳ ରେ ଓ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଶିକ୍ଷକ ଖୁସିବ୍ୟକ୍ତ ହୋଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri