Posted inଫୁରସତ

ବିମାନରେ କଲେଜ ଯାଉଛନ୍ତି ଛାତ୍ର, କହିଲେ ଘରଭଡାଠାରୁ କମ ପଡୁଛି ଟିକେଟ ମୂଲ୍ୟ

ଓଟାଓ୍ବା: କଲେଜ ଯିବାକୁ କିଏ ପସନ୍ଦ କରନ୍ତି ନାହିଁ? ଅଳ୍ପ ବୟସରେ, ଅନେକ ପିଲା କଲେଜ ଯିବା ବିଷୟରେ ବିଭିନ୍ନ ଯୋଜନା କରନ୍ତି। ବିଶେଷକରି ପିଲାମାନେ କଲେଜ ଯିବା କଥା ଚିନ୍ତା କଲେ କେଉଁ ଗାଡି ନେବେ କିମ୍ବା କିପରି ଯିବେ ଏହା ଉପରେ ଗୁରୁତ୍ୱ ଦେଇଥାଆନ୍ତି। ସେହିଭଳି ଏକ ଆଶ୍ଚର୍ଯ୍ୟଜନକ ମାମଲା କାନାଡାରୁ ସାମ୍ନାକୁ ଆସିଛି।

ସୂଚନାଯୋଗ୍ୟ, କୌଲଗରୀର ଜଣେ କାନାଡିୟ କଳା ଛାତ୍ର ଭାନକୋଭରରେ ମହଙ୍ଗା ଭଡାକୁ ଏଡାଇବା ପାଇଁ ଏକ ସହଜ ଉପାୟ ପାଇଛନ୍ତି। ସେ ସପ୍ତାହରେ ଦୁଇଥର କୌଲଗରୀରୁ ଭାନକୋଭରକୁ ବିମାନରେ ଯାତ୍ରା କରନ୍ତି। ପ୍ରତି ରାଉଣ୍ଡ-ଟ୍ରିପ ଉଡ଼ାଣ ପାଇଁ ଏହାର ମୂଲ୍ୟ ପ୍ରାୟ ୧୫୦ଡଲାର୍‌, ଯାହା ମାସକୁ ପ୍ରାୟ ୧୨୦୦ ଡଲାର୍‌ (ପ୍ରାୟ ୧ ଲକ୍ଷ ଟଙ୍କା) ସହ ସମାନ ହୋଇଥାଏ। ସ୍ଥାନୀୟ ନ୍ୟୁଜ ଚ୍ୟାନେଲ ନ୍ୟୁଜ ଭାନକୋଭର ସହିତ ତାଙ୍କ ବାର୍ତ୍ତାଳାପର ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି।

A student from Canada gets to his studies by airplane to avoid rent
byu/Fishyraven inDamnthatsinteresting


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri