ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁକ୍ତ ଦୁଇ ଛାତ୍ର

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ,୨।୧୧: କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ କୋଚିଂ ସେଣ୍ଟରରେ ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପିନାଥପୁର ଗ୍ରାମର ଦେବୀ ପ୍ରସାଦ ଦାସ। ସେ ଯୁକ୍ତ ଦୁଇ ବିଜ୍ଞାନର ଛାତ୍ର ଥିଲେ।
ଦେବୀ ମାର୍ଶାଘାଇ ସ୍ଥିତ ଦ ରିୟଲ ଗାଇଡ ରେସିଡେନ୍ସି କୋଚିଂ ସେଣ୍ଟରରେ ରହି ପାଠ ପଢୁଥିଲେ। ସେହି କୋଚିଂ ସେଣ୍ଟର ନିକଟରେ ହାଇଭୋଲଟେଜ୍‌ ବିଦ୍ୟୁତ ତାର ଯାଇଛି। କୌଣସି କାରଣରୁ ଦେବୀ ରାତି ପ୍ରାୟ ୧୧.୩୦ରେ ବାହାରକୁ ଆସିଥିବା ବେଳେ ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ମୁତାବକ ଛାତ୍ରଜଣଙ୍କ ନିଆଁଲାଗି ନଡାଗଦା ଭଳି ଜଳିଯାଇଥିଲେ। ଅନ୍ୟପଟେ, ଏହି ଘଟଣାରେ ୨ ଜଣଙ୍କୁ ଗୁରୁତର ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ସହ ପରିଚାଳକ ଚିତ୍ତରଞ୍ଜନ ରଥଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri