ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା ପାଇଁ ତାରିଖ ଘୋଷଣା ହେଉ ନ ଥିବାରୁ ଆଶାୟୀ ପ୍ରାର୍ଥୀମାନେ ଏଭଳି କରିଛନ୍ତି। ଶନିବାର ସଂନ୍ଧ୍ୟା ୫ଟା ୫ରେ ଥାଳି ବଜାଇବା ପାଇଁ ସୋସିଆଲ୍‌ ମିଡ଼ିଆରେ ଅନୁରୋଧ କରାଯାଇଛି। ଆର୍‌ଆର୍‌ବି ପରୀକ୍ଷା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ଏଭଳି ଉଦ୍ୟମ କରାଯାଉଥିବା କୁହାଯାଉଛି। ସୂଚନାଯୋଗ୍ୟ, ଆର୍‌ଆର୍‌ବି ପରୀକ୍ଷା ପାଇଁ ଅଢ଼େଇ କୋଟିରୁ ଅଧିକ ଆଶାୟୀ ପ୍ରାର୍ଥୀ ଆବେଦନ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ପରୀକ୍ଷା ହୋଇ ନାହିଁ। ତେଣୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଭୂମି ପୂଜାକୁ ବର୍ଷେ ପୂରିଲା: ଅଯୋଧ୍ୟା ଗସ୍ତରେ ଯୋଗୀ ଆଦିତ୍ୟନାଥ

ଅଯୋଧ୍ୟା,୫ ।୮: ରାମ ମନ୍ଦିର ଭୂମି ପୂଜାକୁ ପୂରଣ ହୋଇଛି ୧ ବର୍ଷ । ଏବେ ସେଠାରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି ।...

ବରିଷ୍ଠ କଂଗ୍ରେସ ନେତା ମନୀଷ ତିୱାରୀଙ୍କୁ କରୋନା: ଟୁଇଟ କରି ଦେଲେ ସୂଚନା

ନୂଆଦିଲ୍ଲୀ,୧୬।୧୧-ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୀଷ ତିୱାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ସୋମବାର ଟୁଇଟ କରି ସୂଚନା ଦେଇଛନ୍ତି।...

ଟିକାକରଣ ପ୍ରମାଣପତ୍ର ନ ଥିଲେ ରାଶନ ମନା…

ଆଲୀଗଡ଼,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ଆଲୀଗଡ଼ ପ୍ରଶାସନ ପକ୍ଷରୁ ଅଭିନବ ନିର୍ଦ୍ଦେଶ ଲାଗୁ...

ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା...

ଭାରତରେ ଚାଇନା ନାଗରିକଙ୍କୁ ପର୍ଯ୍ୟଟନ ଭିଜା ମନା

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକମାନଙ୍କୁ ଭାରତ ଦେଇଥିବା ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଅନ୍ତର୍ଜତୀୟ ବିମାନ ପରିବହନ ସଂସ୍ଥା (ଆଇଏଟିଏ) ପକ୍ଷରୁ କୁହାଯାଇଛି। ଏବେ...

କବିତାର ଦୀପ୍ତ ଦୀପ କବି ପ୍ରଦୀପ

୧୪ ସେପ୍ଟେମ୍ବର ୧୯୫୫ ମସିହାରେ ସମ୍ବଲପୁର ଜିଲ୍ଲାର ଡଙ୍ଗରପଡା ଗ୍ରାମରେ ପ୍ରଫେସର ପ୍ରଦୀପ କୁମାର ପଣ୍ଡାଙ୍କ ଜନ୍ମ। ସମକାଳର ଜଣେ ପ୍ରଖର କବି ଯେକି ଆଂଗିକ...

ସ୍ବାମୀ ଭାଗବଣ୍ଟା: ଜଣେ ସ୍ତ୍ରୀଙ୍କ ପାଖରେ ୩ ଦିନ ରହିବାକୁ ଚୁକ୍ତି

ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶର ରାମପୁର ଜିଲାରେ ସ୍ବାମୀ ଭାଗବଣ୍ଟାକୁ ନେଇ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପୁରୁଷଙ୍କୁ ଦୁଇଜଣ ମହିଳା ବିବାହ କରିବାକୁ...

ସାବଧାନ! ଦିନକୁ ଚିହ୍ନଟ ହେବେ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ: ନୀତି ଆୟୋଗ…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପ୍ରତି ଦିନ ୩ ଲକ୍ଷ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ...

Advertisement
Archives

Model This Week