ଡମ୍ପର ଧକ୍କାରେ ଚାଲିଗଲା ଛାତ୍ରୀଙ୍କ ଜୀବନ, ଦୁଇ ଗୁରୁତର

ଭୋଗରାଇ,୨୯ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ନଂ ରାଜ୍ୟ ରାଜପଥ ନହରା ଛକଠାରେ ଗୁରୁବାର ସକାଳେ ଡମ୍ପର ଧକ୍କାରେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ନହରା ଗ୍ରାମର ଅନିତା ସେଠୀ(୧୮)। ସେହିପରି ଅନ୍ୟ ଦୁଇଜଣ ଛାତ୍ରୀ ଗୁରୁତର ହୋଇ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଛନ୍ତି। ଏମାନେ ସମସ୍ତେ କମ୍ପ୍ୟୁଟର କ୍ଲାସ କରିବା ପାଇଁ ଯାଉଥିବା ବେଳେ ଡମ୍ପରଟି ଧକ୍କା ଦେଇଥିଲା।

 

ଛାତ୍ରୀଙ୍କ ମୃତ୍ୟୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ସ୍ଥିତି ଉତ୍ତେଜନା ପୂର୍ଣ୍ଣ ଥିବାବେଳେ ପୋଲିସ ଘଟଣା ଉପରେ ନଜର ରଖିଛି। ଘଟଣାସ୍ଥଳରେ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି। ଦୁର୍ଘଟଣା ଘଟାଇଥିବା ଡମ୍ପର ଚାଳକଙ୍କୁ ଲୋକେ କାବୁ କରିବା ସହିତ ପୋଲିସକୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri