ପ୍ରାର୍ଥନା ବେଳେ ଚାଲିଗଲା ଛାତ୍ରୀଙ୍କ ଜୀବନ

ଧାମନଗର,୧୫।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ବନସର୍‌ ଗ୍ରାମସ୍ଥିତ ଲକ୍ଷ୍ମୀ ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ସକାଳ ପ୍ରାୟ ୬ଟା ୨୦ ମିନିଟ ସମୟରେ ପ୍ରାର୍ଥନା ଚାଳୁଥିବା ବେଳେ ଜଣେ ଛାତ୍ରୀ ଚେତାଶୂନ୍ୟ ହୋଇ ପଡିଥିଲେ। ବିଦ୍ୟାଳୟର ଶିକ୍ଷକ ତୁରନ୍ତ ତାଙ୍କୁ ସ୍ଥାନୀୟ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଭଦ୍ରକ ଡାକ୍ତରଖାନା ପଠାଯାଇଥିଲା। ସେଠାରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀ ହେଲେ ମମିତା ରାଣୀ ବେହୁରିଆ। ସେ ନବମ ଶ୍ରେଣୀରେ ପଢୁଥିଲେ। ତେବେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

ତତ୍‌କ୍ଷଣାତ ୨୦ ସମସ୍ୟାର ସମାଧାନ କଲେ ଅତିରିକ୍ତ ଜିଲା ନିର୍ବାହୀ ଅଧିକାରୀ

ପୁରୁଷୋତ୍ତମପୁର,୯।୨ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତରେ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri