CBSE ଦଶମ ପରୀକ୍ଷାରେ ଛାତ୍ରଙ୍କ କୃତିତ୍ୱ

ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲ CBSE ପରିଚାଳିତ ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ପାଇଛି। ଏହି ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ପାସ୍‌ କରିଥିବା ବେଳେ ପ୍ରଥମ କରି ପରୀକ୍ଷାର୍ଥୀମାନେ ଦଶମ ପରୀକ୍ଷା ଦେଇଥିଲେ। ଛାତ୍ର ଜୟନ୍ତ ମଲ୍ଲିକ ସର୍ବାଧିକ ୭୭ ପ୍ରତିଶତ, ମହମ୍ମଦ ଆସାଲାନ ସିଦ୍ଧିକି ୬୬ ପ୍ରତିଶତ ନମ୍ବର ରଖିଛନ୍ତି ଓ ସମୀର ପଟ୍ଟାୟତ ଏବଂ ପ୍ରଦୀପ ହେସା ଦିତୀୟ ଶ୍ରେଣୀରେ ପାସ କରିଛନ୍ତି। ବିଦ୍ୟାଳୟର ଦଶମ ଶ୍ରେଣୀର ପ୍ରଥମ ବ୍ୟାଚ୍‌ କୃତୀ ପରୀକ୍ଷାର୍ଥୀମାନଙ୍କୁ ବିଦ୍ୟାଳୟର ଚେୟାରମ୍ୟାନ ଅଜୟ କୁମାର ଦାଶ, ସମ୍ପାଦକ ଅବିନାଶ ଦାଶ ଓ ଅଧ୍ୟକ୍ଷ ଗଣେଶ୍ୱର ଦାଶ ପ୍ରମୁଖ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା…

କେନ୍ଦୁଝରରେ ଧର୍ମଘଟ: ଏଆଇଟିୟୁସି କର୍ମୀ ବାଇକ୍‌ରେ ବୁଲି ବୁଲି ଦୋକାନ ବଜାର ବନ୍ଦ ପାଇଁ କଲେ ଅନୁରୋଧ

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଫେବୃଆରୀ ୧୨ ତାରିଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ କେନ୍ଦୁଝର ଜିଲାର ସଦର ମହକୁମା ସମେତ ଖଣି ଅଞ୍ଚଳ ଯୋଡ଼ା, ବଡ଼ବିଲ,…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri