କଲେଜ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଧାରଣା

ନିରାକାରପୁର,୧୯।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା କେବିଡିଏଭି କଲେଜରେ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଦେଇଛି। ୩ ଦଫା ଦାବି ପୂରଣ ନେଇ ଅଞ୍ଚଳର ଜନପ୍ରତିନିଧି ଏବଂ ଛାତ୍ରମାନେ ଅଧ୍ୟକ୍ଷଙ୍କ କାଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଦାବି ଗୁଡିକ ହେଲା, କଲେଜ ଅଧ୍ୟକ୍ଷଙ୍କୁ ଅନ୍ୟତ୍ର ବଦଳି, ଆଡମିଶନ ଫି’ କମ୍‌ କରିବା ଏବଂ ତୁରନ୍ତ କଲେଜ ପଟ୍ଟା ହସ୍ତାନ୍ତର କରିବାକୁ ଦାବି କରାଯାଇଛି। ତୁରନ୍ତ ଦାବି ପୂରଣ ନ ହେଲେ ଆଗକୁ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଛାତ୍ର ଏବଂ ଜନପ୍ରତିନିଧି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗତ୍‌ସିଂହପୁର ମକର ମେଳା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୬।୧: ଜଗତ୍‌ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି...

ପଲିଥିନ୍‌ ତଲେ ଅସାହା ଜୀବନ୍‌ ଘଟନା : ପଁଚେତ୍‌ ଆଘେ ଅନଶନରେ ଗରିବ୍‌ ପରିବାର

  ପାଇକମାଳ,୨୯ା୧୦ (ଡି.ଏନ୍‌.ଏ.)- ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ସରକାରୀ ଯୋଜନାରେ ଘରଖଁଡ଼େ ଆର ରାଶନ କାର୍ଡ ଦାବିରେ ସୋମବାରନୁ...

ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ, ପାଣିରେ ବୁଡ଼ିଯାଇଥିବା ସନ୍ଦେହ

କୋକସରା,୨୧।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ମୂଷାପାଲି ଗ୍ରାମ ପୋଖରୀରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ପାଣିରେ ବୁଡ଼ି...

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି,...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର

ଧର୍ମଶାଳା,୫ା୧୨(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି।...

ଯୁବକଙ୍କୁ ହାଜତରେ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: କଙ୍କଡ଼ାହାଡ଼ ଥାନା ଏଏସ୍ଆଇ ନିଲମ୍ବିତ

ଢେଙ୍କାନାଳ ଅଫିସ/କାମାକ୍ଷାନଗର(ଡି.ଏନ୍‌.ଏ.) ୧୧।୧ – ଆକ୍ରମଣର ଶିକାର ହୋଇଥିବା ଜଣେ ମହିଳାଙ୍କ ଏତଲା ନ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ ଜଣେ ଯୁବକଙ୍କୁ ଥାନା...

ଲକ୍‌ଡାଉନ କଟକଣାକୁ ଫୁ, ହାଟରେ ଜମୁଛି ଭିଡ଼

ଚୌଦ୍ୱାର,୩୧ା୩(ଡି.ଏନ୍‌.ଏ)- କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର କରିଥିବା ଲକ୍‌ଡାଉନ ଘୋଷଣାକୁ ମଙ୍ଗଳବାର ୭ଦିନ ହୋଇଯାଇଛି। ଇତି ମଧ୍ୟରେ ଗଣମାଧ୍ୟମଠାରୁ ଆରମ୍ଭ କରି ସରକାରୀସ୍ତରରେ ସଚେତନତା...

ଉପେକ୍ଷିତ ଐତିହ୍ୟ: ଅଲୋଡ଼ା ହୋଇ ପଡ଼ିରହିଛି ବାଷ୍ପଚାଳିତ ରେଳ ଇଞ୍ଜିନ

ବାରିପଦା ଅଫିସ,୨୫।୧୧(ରବି ନାରାୟଣ ଚଲାନ)- କଳା, ସଂସ୍କୃତି ଓ ଐତିହ୍ୟର ସହର ବାରିପଦା। ରାଜରାଜୁଡା ଶାସନ କାଳରୁ ରେଳସେବା ଭଳି ବିକାଶର ସ୍ବାଦ ଚାଖିଛନ୍ତି ସହରବାସୀ।...

Advertisement
Archives

Model This Week