ନୂଆ ଓ ଯୁବ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗଦେବାରୁ ବଞ୍ଚିତ ହେଲେ ଛାତ୍ରୀଛାତ୍ର: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୨୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟର ୨ ଶହରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ରବିବାର ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ୫ଟି ଅଧକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ କେନ୍ଦୁଝର କାର୍ଯ୍ୟକ୍ରମରେ ଯୋଗ ଦେବାରୁ ବଞ୍ଚିତ ହୋଇଥିବାରୁ ସେମାନେ ଏଭଳି କରିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ରବିବାର ୫ଟି ଅଧକ୍ଷଙ୍କ ଧରଣୀଧର ବିଶବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନେଇ ନୂଆ ଓ ଯୁବ ଓଡ଼ିଶା କାର୍ଯ୍ୟକ୍ରମ ରହିଥିଲା। ଏ ନେଇ ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁ ଛାତ୍ରୀଛାତ୍ରୀଙ୍କୁ ଗ୍ରୁପରେ ନୋଟିସ ଦେଇଥିଲେ। ତେବେ ୩ ଶହ ଛାତ୍ରୀଛାତ୍ର ବିଶବିଦ୍ୟାଳକୁ ଯାଇଥିବା ବେଳେ ୨ ଶହରୁ ଊଦ୍ଧର୍‌ବ ଛାତ୍ରୀଛାତ୍ରଙ୍କୁ ସିନିୟର ଛାତ୍ର ବସରୁ ଓହ୍ଲାଇ ଦେଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri