ଛାତ୍ରୀଛାତ୍ର ପାଳିଲେ ସ୍ୱାଭିମାନ ଦିବସ ପାଳିତ : ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବ

ବରଗଡ଼, ୨୮।୪(ପ୍ରେମାନନ୍ଦ ଖମାରୀ):  ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ଉତ୍କଳ ଗୌରବ ମଧସୂଦନ ଦାସଙ୍କ ଜୟନ୍ତୀକୁ ସ୍ୱାଭିମାନ ଦିବସ ଭାବେ ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷା ପଦ୍ମିନୀ ଗଡତିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମଧୁବାବୁ ଓଡ଼ିଆ ଜାତିର ଗର୍ବ ଓ ଗୌରବ ଥିଲେ ଓ ପ୍ରତିଟି ଓଡ଼ିଆ ଙ୍କ ପାଇଁ ସ୍ୱାଭିମାନର ପ୍ରତୀକ ଥିଲେ ବୋଲି ଅଭିହିତ କରିଥିଲେ । ଶିକ୍ଷୟିତ୍ରୀ ସୁନୀତା ମିଶ୍ର ମଧୁବାବୁଙ୍କ ଜୀବନୀ ଆଧାରିତ କବିତା ପାଠ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷୟିତ୍ରୀ ନିଳୀମା ପ୍ରଧାନ ଜ୍ୟୋତି ବେହେରା,, ଭାରତୀ ସେଟ୍, ଗୀତା ଜାଲ ଗୋପବନ୍ଧୁ ପୁରୋହିତ ନନ୍ଦିତା ସାହୁ,ପ୍ରମୁଖ ଉପସ୍ଥିତ ରହି ମଧୁ ବାବୁଙ୍କ ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri