ଗାନ୍ଧୀ-ଶାସ୍ତ୍ରୀଙ୍କ ଜୀବନ ଆଦର୍ଶକୁ ମନେ ପକାଇଲେ ଛାତ୍ରୀଛାତ୍ର

ହାଟଡିହୀ,୨l୧୦(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଂଚାୟତ ହାଇସ୍କୁଲରେ ମହାମାନବ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ସମୂହ ରାମଧୁନ ଗାନ କରାଯାଇ କ୍ରାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା l ଏନସିସି ଛାତ୍ରୀଛାତ୍ରଙ୍କ ସହାୟତାରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ପତି ବିଜୟା ଦଶମୀରେ ମା ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଭରିଦେବା ପାଇଁ ପ୍ରାର୍ଥନା କରି ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନ ଦର୍ଶନ ବିଷୟରେ ଉପସ୍ଥାପନା କରିଥିଲେ l ଏଥିରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ନବକିଶୋର ବିଶାଳ, ଶିକ୍ଷକ ମାଧବାନନ୍ଦ ଜେନା, ଶିଶିର କୁମାର ବିଶାଳ, ଲକ୍ଷ୍ମୀକାନ୍ତ ମିଶ୍ର,ପଦ୍ମନାଭ ପଣ୍ଡା,ଶାନ୍ତନୁ କୁମାର ରାଉତ,ପ୍ରଦୀପ କୁମାର ସୱାଇଁ ପ୍ରମୁଖ ପରିବେଶ ସୱଚ୍ଛ ରହିଲେ କିପରି ସୁସ୍ଥ ଓ ନିରାମୟ ଜୀବନ ଯାପନ କରି ହେବ ସେ ନେଇ ନିଜ ନିଜର ମତ ରଖିଥିଲେ l ସତ୍ୟବ୍ରତ ବିଶାଳ,ପର୍ଶୁରାମ ନାୟକ,ରମେଶ ଚନ୍ଦ୍ର ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?