Posted inଜାତୀୟ

ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ୧୦୦ରୁ ୧୧୫ ନମ୍ବର ରଖିଲେ ଛାତ୍ରୀଛାତ୍ର

ମୁମ୍ବାଇ, ୧୮ା୩: ମୁମ୍ବାଇ ୟୁନିଭର୍ସିଟି (ଏମ୍‌ୟୁ)ର ପଞ୍ଚମ ସେମିଷ୍ଟର ଗଣିତ ପରୀକ୍ଷାରେ ୬ ଜଣ ଛାତ୍ରୀଛାତ୍ର ପୂରା ନମ୍ବରଠାରୁ ଅଧିକ ରଖିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗଣିତ ପରୀକ୍ଷାରେ ମୋଟ ନମ୍ବର ୧୦୦ ଥିବାବେଳେ ୪ ଜଣ ପିଲା ୧୧୫ ଏବଂ ଦୁଇଜଣ ୧୦୪ ନମ୍ବର ଲେଖାଏ ରଖିଛନ୍ତି। ଗତବର୍ଷ ନଭେମ୍ବରରେ ଉକ୍ତ ବିଶ୍ୱବିଦ୍ୟାଳୟର ବିଏସ୍‌ସି ଗଣିତ ପଞ୍ଚମ ସେମିଷ୍ଟର ପରୀକ୍ଷା ହୋଇଥିଲା, ଯାହାର ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ପରୀକ୍ଷା ଦେଇଥିବା କେତେଜଣ ଛାତ୍ରୀଛାତ୍ରଙ୍କ ଅନୁପସ୍ଥିତ ଦର୍ଶାଯାଇଥିବା ବେଳେ ଫଳାଫଳରେ ଅନେକ ତ୍ରୁଟି ପରିଲକ୍ଷିତ ହୋଇଛି। ସେଗୁଡ଼ିକର ସଂଶୋଧନ କରାଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri