‘ଛାତ୍ରୀଛାତ୍ର କଠିନ ପରିଶ୍ରମ କରିବା ଉଚିତ’

କୋରାପୁଟ,୨୩ା୧୨(ଅମିତାଭ ବେହେରା): ଶନିବାର କୋରାପୁଟ ଗସ୍ତରେ ରାଜ୍ୟ ଯୁବ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିଛନ୍ତି। କୋରାପୁଟସ୍ଥିତ ସରକାରୀ ମହାବିଦ୍ୟାଳୟ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ଯୁବ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଯୁବ ଉତ୍ସବରେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଜୀବନରେ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ରହିଥିବା ଅନ୍ତର୍ନିହିତ ଜ୍ଞାନର ପରିପ୍ରକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ-ଓ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ପିଲାମାନଙ୍କ ମଧ୍ୟରେ ରହିଥିବା ଜ୍ଞାନର ବିକାଶ ଦ୍ୱାରା ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ ବୋଲି ପ୍ରକାଶ କରିଛନ୍ତି। ତେଣୁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଜୀବନରେ କଠିନ ପରିଶ୍ରମ କରିବାକୁ ଆହ୍ବାନ ଦେଇଛନ୍ତି। ଜୀବନରେ ସଫଳତା ପାଇବା ପାଇଁ ସମସ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରନ୍ତୁ। ଯଦି ପ୍ରତିଯୋଗିତାରେ ଥରେ ହାରୁଛନ୍ତି କି ସଫଳତା ମିଳୁନି ତେବେ ପଛକୁ ନ ହଟି ଆଗକୁ ମାଡ଼ି ଚାଲନ୍ତୁ। ସଫଳତା ନିଶ୍ଚୟ ଆସିବ ବୋଲି କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଡିଆଜି ଚରଣ ସିଂ ମୀନା, ଜିଲାପାଳ ଅବଦୁଲ ଏମ୍‌ ଅଖତାର, ଜିଲା ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକାରଙ୍କ ସମେତ କୋରାପୁଟ ଜିଲାର ସମସ୍ତ ମହାବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ହଜାର ହଜାର ଛାତ୍ରୀଛାତ୍ର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri