୧୮ ଇଭେଣ୍ଟରେ ପାରଦର୍ଶିତା ଦେଖାଇଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୯।୧୨-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାର ପ୍ରଥମ ଦିବସରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ସୀତାକାନ୍ତ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତାର ଆରମ୍ଭ ପୂର୍ବକ ଛାତ୍ରୀଛାତ୍ରମାନେ ମାଁ ମାଣିକେଶ୍ବରୀ ମନ୍ଦିରଠାରୁ ମଶାଲ ଯାତ୍ରାରେ ଯାଇ ବିଦ୍ୟାଳୟରେ ସ୍ଥାପନ କରାଯାଇଥିଲା l ପରେ ଅଧ୍ୟକ୍ଷ ଖେଳ ପତାକା ଉତ୍ତୋଳନ କରି ଉତ୍ସବକୁ ଉଦ୍‌ଘାଟନ କରିଥିବା ବେଳେ କ୍ରୀଡ଼ା ଶିକ୍ଷକ ଅନିରୁଦ୍ଧ ମୁଦୁଲି ସମସ୍ତ ପ୍ରକାର କ୍ରୀଡା ପ୍ରତିଯୋଗିତା ଆଗେଇ ନେଇଥିଲେ।
ଉକ୍ତ ପ୍ରତିଯୋଗିତାର ମୋଟ ୧୮ଟି ଇଭେଣ୍ଟରେ ୧୯୦ ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ଉଦଯାପନୀ ସଭାରେ କଲମପୁର ୟୋଗା ଶିକ୍ଷକ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ ପୂର୍ବକ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ସଂଗୀତା ଧାରୁଆ ମଞ୍ଚ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଅଧକ୍ଷ ଧନ୍ୟବାଦ ଅର୍ପଣ କରିଥିଲେ l ଏବଂ କ୍ରୀଡା ଉତ୍ସବ କୁ ବିଦ୍ୟାଳୟ ଶିକ୍ଷକ ଟିପୁନ ମହାଲିକ, ଶିକ୍ଷକ ମୁକେଶ ସାହୁ, ଶିକ୍ଷକ କ୍ଷୀରସିନ୍ଧୁ ଲୁହା, ଶିକ୍ଷକ ସିଦ୍ଧେଶ୍ବର ଭୋଇ, ଶିକ୍ଷକ ପ୍ରଦୀପ କୁମାର ନାଗ, ଶିକ୍ଷକ ସଂଜୀବ କୁମାର ଭୋଇ, କିରାଣୀ ଲୋହିତ କୁମାର ନାଗ, ଶିକ୍ଷୟତ୍ରୀ ଶେଫାଳି ତନ୍ତି, ଶିକ୍ଷକ ସଂଜୀବ କୁମାର ଭୁଏ, ଶିକ୍ଷକ ଦେବବ୍ରତ ଦାସ, ଶିକ୍ଷକ ବିଶ୍ବନାଥ ହେମ୍ବ୍ରମ, ଶିକ୍ଷୟିତ୍ରୀ ଲିପିଶ୍ରୀ ବାରିକ, ଶିକ୍ଷକ ଆଲୋକ କୁମାର ମହନ୍ତ, ଶିକ୍ଷକ ରଣଜିତ ସାହୁ, ଶିକ୍ଷକ ପରମେଶ୍ବର ସାମଲ ପ୍ରମୁଖ ସହଯୋଗ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri