ନୂଆ ପାଠ୍ୟକ୍ରମ ଲାଗୁ ହେବା ପରେ ବିଶ୍ୱବିଦ୍ୟାଳୟକୁ ଫେରିବେ ଛାତ୍ରୀ: ତାଲିବାନ…

କାବୁଲ,୨୫।୩ : ଆଫଗାନିସ୍ତାରେ ସୁରକ୍ଷା ବିଭାଗର ମୁଖ୍ୟ ଅଜିଜୁଲ୍ଲା ଓମାର ଗଣମାଧ୍ୟମକୁ କହିଛନ୍ତି ଯେ ଏକ ନୂତନ ପାଠ୍ୟକ୍ରମ ପ୍ରସ୍ତୁତ ହେବା ପରେ ଛାତ୍ରୀମାନଙ୍କୁ ଆଫଗାନିସ୍ତାନର ବିଶ୍ୱବିଦ୍ୟାଳୟକୁ ଫେରିବାକୁ ଅନୁମତି ଦିଆଯିବ। ସେ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ପାଠପଢ଼ା ଆରମ୍ଭ କରିବାରେ କୌଣସି ଅସୁବିଧା ନାହିଁ, କେବଳ ପାଠ୍ୟକ୍ରମରେ ସମସ୍ୟା ରହିଛି, ତେଣୁ ଏହାର ଉନ୍ନତି ପାଇଁ ଏକ କମିଟି ଗଠନ କରାଯାଇଛି। ଧର୍ମଗୁରୁଙ୍କ ମତାମତ ନିଶ୍ଚିତ ହେବା ପରେ ବିଶ୍ୱବିଦ୍ୟାଳୟ ପୁଣି ଆରମ୍ଭ ହେବ।

ବିଶ୍ୱବିଦ୍ୟାଳୟରେ ପାଟପଢ଼ା ବନ୍ଦ ସେମାନଙ୍କ ମନୋବଳକୁ ପ୍ରଭାବିତ କରିଛି ବୋଲି ଛାତ୍ରୀମାନେ ଚିନ୍ତା ପ୍ରକଟ କରିଥିବା ବେଳେ ତାଲିବାନ ସରକାରଙ୍କ ପକ୍ଷରୁ ଏଭଳି ବିବୃତ୍ତି ଆସିଛି। ଛାତ୍ରୀମାନେ କହିଛନ୍ତି ଜୀବନ ବିଷୟରେ ସମ୍ପୂର୍ଣ୍ଣ ନିରାଶ ହୋଇ ଆମେ ଆଶା କରୁଥିଲୁ ଯେ ନୂତନ ଶିକ୍ଷାବର୍ଷରେ ବିଦ୍ୟାଳୟଗୁଡ଼ିକ ଖୋଲିବ। ଆମେ ଆମ ପାଇଁ ବିଦ୍ୟାଳୟର ଦ୍ୱାର ଖୋଲିବାକୁ ସରକାରଙ୍କୁ ଅନୁରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri