ଅଧିକରୁ ଅଧିକ ବହି କିଣି ଜ୍ଞାନ ଆହରଣ କରିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ବୁଧବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଆସ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁବ ଲେଖକମାନଙ୍କୁ ଉତ୍ସାହିତ କରାଯିବା ସହ ବହି କିଣି ଅଧିକ ଜ୍ଞାନ ଆହରଣ କରିବା ପାଇଁ ବକ୍ତାମାନେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଥିଲେ। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ବୈଠକରେ ଅଧ୍ୟକ୍ଷତା କରି ଆଜିର ଦିବସ ସମ୍ପର୍କରେ ସରକାରଙ୍କ ଲକ୍ଷ୍ୟ ଓ ତାହାର ସୁଫଳ କିଭଳି ଛାତ୍ରୀଛାତ୍ର ପାଇ ପାରିବେ ସେନେଇ କହିଥିଲେ। ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ ସଭାକୁ ସଂଯୋଜନା କରିଥିଲେ। ପ୍ରାଧ୍ୟାପକ ବିଭାସ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅଧ୍ୟାପିକା ଦିପାଶ୍ରୀ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ଅଧ୍ୟାପିକା କଳ୍ପନା ଷଣ୍ଢ, ରୋଜାଲିନ ମହାରଣା, ଅଧ୍ୟାପକ ବିଦେଶୀ ରାଉତ, ଦିଗନ୍ତ ଜେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri