ବର୍ଷାରେ ଛତା ଧରି ଅପେକ୍ଷା କଲେ ଛାତ୍ରୀଛାତ୍ର: ବହୁ ବିଳମ୍ବରେ ଖୋଲିଲା ମୁଖ୍ୟ ଫାଟକ ପରେ….

ଦାରିଙ୍ଗବାଡି, ୮।୮ (ଅରୁଣ ସାହୁ): ଦାରିଙ୍ଗବାଡି ଅଞ୍ଚଳର ବିଭିନ୍ନ ଗ୍ରାମରେ   ଶୁକ୍ରବାର ସକାଳ ସମୟରେ ବର୍ଷା ଲାଗିରହିଥିଲା ।ଫଳରେ କିଛି ସମୟ ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।ଏହି ଭଳି ସ୍ଥିତିରେ ଉକ୍ତ ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଦେଖାଯାଇଛି । ସକାଳ ୯ଟାଠାରୁ ସାଢେ ୯ ମଧ୍ୟରେ ବିଦ୍ୟାକୟକୁ ଛାତ୍ରୀଛାତ୍ର ମାନେ ପହଞ୍ଚିଥିଲେ ମଧ୍ୟ ମୁଖ୍ୟଫାଟକ ବନ୍ଦ ଯୋଗୁଁ ଛାତ୍ରୀଛାତ୍ରଙ୍କୁ ବାହାରେ ଛତା ଧରି କୋହଲା ପାଗରେ ଅପେକ୍ଷା କରିବାକୁ ପଡିଥିଲା ଏଭକି ୧୦ଟା ସମୟ ହୋଇଥିଲେ ମଧ୍ୟ ବିଦ୍ୟାକୟର କୌଣସି ଶିକ୍ଷକ କିମ୍ବା ପିଅନ ପହଞ୍ଚି ନ ଥିଲେ ପରେ ପିଅନଙ୍କ ପୁଅ ଉକ୍ତ ବିଦ୍ୟାକୟରେ ପାଠ ପଢ଼ୁଥିବା ବେଳେ ସେ ୧୦ ୟଟାରେ ଫାଟକର ତାଲା ଖୋଲିଥିଲେ ଓ ଛାତ୍ରୀଛାତ୍ର ମାନେ ବିଦ୍ୟାଳୟ ପରିସର ଭିତରକୁ ଯାଇଥିଲେ ବିଳମ୍ବ ୟରେ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ମାନେ ପହଞ୍ଚିବା ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ।
ସେହିପରି ବିଦ୍ୟାଳୟ ପରିସର ମଧ୍ୟରେ ଅଙ୍ଗନାୱାଡି କେନ୍ଦ୍ର ରହିଥିବାରୁ ବିଦ୍ୟାଳୟର ମୁଖ୍ୟଫାଟକ ସମ୍ମୁଖରେ ଅଙ୍ଗନାୱାଡି କର୍ମୀ ପାର୍ବତୀ ମଲିକ ମଧ୍ୟ ଘଣ୍ଟା ଘଣ୍ଟା ଧରି ଠିଆ ହୋଇ ପିଅନଙ୍କୁ ଅପେକ୍ଷା କରିଥିବା ଓ ଅଙ୍ଗନାୱାଡିକୁ ଅସୁଥିବା ଶିଶୁ ମାନେ ହଇରାଣ ଭୋଗୁଥିବା ଅଙ୍ଗନାୱାଡି କର୍ମୀ ଅଭିଯୋଗ କରିଛନ୍ତି । ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜିତ କୁମାର କଂହର କହିଛନ୍ତି ଯେ, ନବମ ଓ ଦଶମ ଶ୍ରେଣୀର ପାଠ୍ୟ ପୁସ୍ତକ ଫୁଲବାଣୀ ଡିଇଓଙ୍କ କାର୍ଯ୍ୟାଳୟରେ ମିଳୁଛି ତେଣୁ ପିଅନ ଫୁଲବାଣୀ ଯିବାରୁ ବିଦ୍ୟାଳୟକୁ ସମୟ ପୂର୍ବରୁ ଖୋଲାଯାଇପାରି ନ ଥିବା ଓ ଛାତ୍ରୀଛାତ୍ର ମାନେ ହଇରାଣ ହୋଇଥିବାରୁ ସେ ଦୁଃଖ ପ୍ରକାଶ କରିଥିଲେ ଆଗାମୀ ଦିନରେ ଏଭଳି ବ୍ୟତିକ୍ରମ ନ ହେବା ଦିଗରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଧ୍ୟାନ ଦେବେ ବୋଲି କହିଛନ୍ତ। ସୂଚନା ଯୋଗ୍ୟଯେ ଉକ୍ତ ବିଦ୍ୟାକୟରେ ମୋଟ ୩ ଶହ ୧୧ ଛାତ୍ରୀଛାତ୍ରରୁ ଶୁକ୍ରବାର ୧ ଶହ ୭୫ ଉପସ୍ଥିତ ରହିଥିବା ବେଳେ ୧୪ ଶିକ୍ଷତ୍ରିଶିକ୍ଷକଙ୍କ ମଧ୍ୟରୁ ୩ ଜଣ ବିଦ୍ୟାଳୟକୁ କୌଣସି କାରଣରୁ ଅନୁପସ୍ଥିତି ଥିବା ଜଣାପଡିଛି ।

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri