Posted inଜାତୀୟ

ହଷ୍ଟେଲରେ ବୋମା ପ୍ରସ୍ତୁତ କରୁଥିଲେ ଛାତ୍ର: ଘଟିଲା ଏମିତି …

ଆହ୍ଲାବାଦ୍‌,୧୪।୧୨: ଆହ୍ଲାବାଦ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପିସିବି ହଷ୍ଟେଲର ୬୮ ନମ୍ବର କୋଠରୀରେ ଏକ ବୋମା ବିସ୍ଫୋରଣ ହୋଇଥିଲା। ବୋମା ବିସ୍ଫୋରଣ ଯୋଗୁ ପ୍ରଭାତ ନାମକ ଜଣେ ଛାତ୍ର ଆହତ ହୋଇଛନ୍ତି। ତାଙ୍କର ଗୋଟିଏ ହାତ ଖଣ୍ଡ ଖଣ୍ଡ ହୋଇଯାଇଥିଲା ଏବଂ ତାଙ୍କ ଛାତିରେ ବୋମା ଖଣ୍ଡ ମଧ୍ୟ ବାଜିଥିଲା। ଛାତ୍ର ଜଣକ ହଷ୍ଟେଲ ରୁମକୁ କବଜା କରି ବେଆଇନ ଭାବେ ରହୁଥିଲେ। କର୍ନେଲଗଞ୍ଜ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତରେ ନିୟୋଜିତ ଅଛି। ଆହତ ଛାତ୍ରଙ୍କୁ ଚିକିତ୍ସା ପାଇଁ ଏସ୍‌ଆର୍‌ଏନ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ବୋମା ବିସ୍ଫୋରଣ ପରେ ସେଠାରେ ଗଣ୍ଡଗୋଳ ହୋଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଛାତ୍ରମାନଙ୍କ ସହାୟତାରେ ଆହତ ଛାତ୍ରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାର ତଦନ୍ତରେ ପୋଲିସ ନିୟୋଜିତ ଅଛି। ପିସି ବାନାର୍ଜୀ ହଷ୍ଟେଲରେ ରହୁଥିବା ଏହି ଛାତ୍ର ଜଣଙ୍କ ହଷ୍ଟେଲରେ ବୋମା ତିଆରି କରୁଥିଲେ। ବିସ୍ଫୋରଣ ହେତୁ ତାଙ୍କ ଡାହାଣ ହାତରେ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri