ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରୁ ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେତେକ ଉଚ୍ଚ ମାଧ୍ୟମିକ ସ୍କୁଲ ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ଫି’ ଫେରାଉ ନ ଥିବା ଅଭିଯୋଗ ଆସିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଏନେଇ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଯେଉଁମାନେ ସିଏଲ୍‌ସି ନେଇଛନ୍ତି ସେମାନଙ୍କୁ ତୁରନ୍ତ ଟଙ୍କା ଫେରସ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି…

ଚମକାଇଲା ଭାଜପା, ରାଜ୍ୟ ସଭା ଯିବେ…

ଭୁବନେଶ୍ୱର,୩।୩: ମନମୋହନ ସାମଲ ଓ ସୁଜିତ କୁମାର ଭାଜପା ପ୍ରାର୍ଥୀ। ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri