କମିବନି ସିଲାବସ୍‌: ୭୦% ସିଲାବସ୍‌ରେ ପାଠ ପଢିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୋଟିଏ ସେକ୍ସନରେ ୨୦ରୁ ୨୫ ପିଲା ପାଠ ପଢ଼ିବେ। ଅଧିକ ପିଲାରେ ଅଧିକ ସେକ୍ସନ ହେବ। ଏହି ସମୟରେ ସାନିଟାଇଜେସନ ଓ ପିଲାଙ୍କ ସୱାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯିବ। ପ୍ରତି ଜିଲାରେ ନୋଡାଲ ଅଫିସର ନିୟୁକ୍ତ ହୋଇଛନ୍ତି ସେମାନେ ଜିଲ୍ଲାପାଳ ଓ ଡିଆଇଓଙ୍କ ସହ ସମନ୍ବୟ ରକ୍ଷା କରି କାମ କରିବେ। ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସିଲାବସ ୩୦% କମିଛି, ଆଉ କମିବ ନାହିଁ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ଜାନୁଆରୀ ୮ରୁ ସ୍କୁଲ ଖୋଲିବ ଓ ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri